ଏହି ହତ୍ୟାକାଣ୍ଡ ଯୋଜନାବଦ୍ଧ ନଥିଲା । ହଠାତ ରାଗରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସୂଚନା ଦେଇଛି । ଆଜି ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିଥିଲେ ।
ସରକାରୀ ସ୍କୁଲରେ ପାଠ ପଢା ଠପ୍! ଲକ୍ଷ ଲକ୍ଷ ପିଲା ରାସ୍ତାରେ.. ଶିକ୍ଷକ ଆନ୍ଦୋଳନରେ..। ଡାକ୍ତର ଅଭାବ ଓ ଅନେକ ଅବ୍ୟବସ୍ଥାରେ ରୁଗ୍ଣ ସ୍ୱାସ୍ଥ୍ୟ କ୍ଷେତ୍ରକୁ ସମ୍ଭାଳିବାକୁ ସରକାର ଫାର୍ମାସିଷ୍ଟ୍ମାନଙ୍କ ଉପରେ ଦାୟିତ୍ୱ ଲଦିଲେ; ହେଲେ ସେମାନଙ୍କର ମଧ୍ୟ ଅନେକ ସମସ୍ୟା। ଏବେ ସେମାନେ ବି ଆନ୍ଦୋଳନରେ।
ମଦନପୁର ରାମପୁର ରାଜପରିବାରର ତନ୍ମୟ ପ୍ରତାପ ସିଂହଦେଓ ଓ କୁମାର ସାହେବଙ୍କ ବୋହୂ ତଥା ସେରାମିକ୍ ଆର୍ଟିଷ୍ଟ ପୃଥ୍ବୀରାଜ ସିଂହଦେଓଙ୍କ ପତ୍ନୀ ସଂଯୁକ୍ତା ଦେବୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।
ପୁଣି ଜନନୀ ଯନ୍ତ୍ରଣା। ରାସ୍ତାକଡ଼ରେ ହେଲା ପ୍ରସବ। ଅଟୋରେ ହସ୍ପିଟାଲ୍ ନେବା ବାଟରେ ହିଁ ମହିଳାଙ୍କ ପ୍ରସବ ହୋଇଛି।
ଘାଟିରେ ଓଲଟିଲା ସ୍କୁଲ୍ ବସ୍। ଦୁର୍ଘଟଣାରେ ପିଇଟି ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।
୩ ଟଙ୍କା ପାଇଁ ଜଣେ ଜେରକ୍ସ ଦୋକାନୀଙ୍କୁ ୨୫ ହଜାର ଟଙ୍କା ଫାଇନ କରିଛନ୍ତି ଜିଲ୍ଲା ଖାଉଟି ଅଦାଲତ । ମାସେ ଭିତରେ ଟଙ୍କା ନଦେଲେ ୯ ପ୍ରତିଶତ ସୁଧ ସହ ଟଙ୍କା ଦେବାକୁ ପଡ଼ିବ।
ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର ।
କେତେବେଳେ ଯେ ବନ୍ଦ ହୋଇଯିବ ବିଶ୍ୱବିଦ୍ୟାଳୟ ଆଉ ମାନ୍ୟତା ହରାଇବ ତାକୁ ନେଇ ଏବେ ବଢ଼ିଲାଣି ଚିନ୍ତା। ସମ୍ବଲପୁରରେ ଥିବା ରାଜ୍ୟର ଏକ ମାତ୍ର ମୁକ୍ତ ବିଶ୍ୱବିଦ୍ୟାଳୟ ଏବେ ଦ୍ୱନ୍ଦ୍ୱ ଓ ଆଶଙ୍କାରେ ଚାଲିଛି।
ଆଜି ବିଶ୍ୱ ପର୍ଯ୍ୟଟନ ଦିବସ। ଓଡିଶାରେ ଏମିତି ଅନେକ ମନୋରମ ଜାଗା ଅଛି ଯାହା କେବଳ ରାଜ୍ୟବାସୀଙ୍କୁ ନୁହେଁ, ଅନ୍ୟ ରାଜ୍ୟ ଓ ବିଦେଶର ଲୋକଙ୍କୁ ମଧ୍ୟ ଆକୃଷ୍ଟ କରେ। କେତେକ ସ୍ଥାନକୁ ପର୍ଯ୍ୟଟନ ବିଭାଗ ଦୃଷ୍ଟି ଦେଇ ଏହାର ଉନ୍ନତି କରଣ କରୁଛି ସତ, ହେଲେ ଏହାରି ଭିତରେ ଆହୁରି ଅନେକ ସ୍ଥାନ ଅଛି ଯାହା ବିଭାଗର ଆଢୁଆଳରେ ରହିଯାଇଛି।
କେଉଁଠି କମେଣ୍ଟମରାକୁ ନେଇ ହାତାହାତି ତ ଆଉ କେଉଁଠି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାର୍ପିଟ୍। କଟକ ଜିଲ୍ଲା ଆଠଗଡ଼ ଓ ବାଙ୍କିରେ ଗୋଷ୍ଠୀ ସଂଘର୍ଷ ଘଟି ୧୬ ଜଣ ଆହତ ହୋଇଛନ୍ତି।
ଗୋଟିଏ ପଟେ ଆମ ସରକାର ଆମ ଗାଁ ଆମ ବିକାଶ ଓ ନବୀନ ଓଡ଼ିଶା ଭଳି ନାରା ସହ, ଖବର କାଗଜରେ ପୁଳା ପୁଳା ବିଜ୍ଞାପନ ଦେଇ ବାହାବହା ସାଉଁଟୁଥିବା ବେଳେ ଗାଁର ବାସ୍ତବ ସ୍ଥିତି ହେଉଛି ଏମିତି ।
ଓଡ଼ିଆ ଭାଷାର ଅସ୍ତିତ୍ୱ ରକ୍ଷା ଓ ଉତ୍କର୍ଷତା ନିମନ୍ତେ ଶ୍ରୀ ପ୍ରହରାଜ ଏକ ପୂର୍ଣ୍ଣାଙ୍ଗ ଓଡ଼ିଆ ଅଭିଧାନ କରିବା ପାଇଁ ସଂକଳ୍ପବଦ୍ଧ ହୋଇ କାର୍ଯ୍ୟାରମ୍ଭ କରିଥିଲେ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସିବିଆଇ ତଦନ୍ତ ଦାବିରେ ଏକଜୁଟ୍ ହେଲେ ଶତାଧିକ ଆଦିବାସୀ ମହିଳା । ରାଉରକେଲା ଏଡିଏମ୍ ଅଫିସକୁ ଘେରାଉ ସହ ବିକ୍ଷୋଭ ।
କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି BMC ଓ ପୂର୍ତ୍ତ ବିଭାଗ । ମରଣଯନ୍ତାରେ ଫସୁଛନ୍ତି ଲୋକେ, କର୍ତ୍ତୃପକ୍ଷ ନୀରବ ।
ଦ୍ୱିତୀୟ ବ୍ୟାଚ ପ୍ରଶିକ୍ଷଣ ପାଇ ଏଠାରୁ ପରବର୍ତ୍ତୀ ୧୬ ମାସ ଲାଗି ଟ୍ରେନିଂକୁ ଯିବେ ।
ଅଭିଯୋଗ ଆଣିଲେ ରାଜକନିକା ଅଞ୍ଚଳର ବ୍ୟକ୍ତି, DNA ଟେଷ୍ଟ ଦାବି । ସତ୍ୟ ଅନୁସନ୍ଧାନ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ ।
ଭାରତୀୟ ରିଷ୍ଟ ସ୍ପିନର୍ କୁଲଦୀପ ଯାଦବ ଏସିଆ କପ୍ରେ ଉଲ୍ଲେଖନୀୟ ବୋଲିଂ ପ୍ରଦର୍ଶନ କରି ଟିମ୍ରେ ତାଙ୍କ ଗୁରୁତ୍ୱ କେତେ, ତାହା ପ୍ରମାଣିତ କରିଛନ୍ତି। ଏବେ ପ୍ରଶ୍ନ ଉଠୁଛି ଯେ ୨୦୨୩ ଦିନିକିଆ ବିଶ୍ୱକପ୍ରେ ଟିମ୍ ପାଇଁ ଗେମ୍-ଚେଞ୍ଜର୍ ସାବ୍ୟସ୍ତ ହେବେ କି ରୋହିତଙ୍କ ମୁଖ୍ୟ ଅସ୍ତ୍ର ‘କୁଲଦୀପ’? ଏସିଆ କପ୍ ଭଳି କ୍ରିକେଟ୍ ମହାସମରରେ କରିବେ କି କମାଲ୍?
ମାହାଙ୍ଗାରେ ସମର୍ଥକ-ବିରୋଧୀ ସଂଘର୍ଷରେ ୨ ଆହତ । ପ୍ରତାପ ଜେନାଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି ।
ନବୀନ ଓ ମୋଦି ସରକାରଙ୍କୁ କଂଗ୍ରେସର ଜିରୋ ମାର୍କ । ସମୀକ୍ଷକ କହିଲେ ବିଗିଡ଼ିବନି ବିଜେଡି-କେନ୍ଦ୍ର ବିଜେପି ସଂପର୍କ ।
ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବଦେବୀଙ୍କ ଚିହ୍ନ ଥିବା ମୁଦ୍ରା ପ୍ରଚଳନ କରିବେ ଗଜପତି।
ଗୋଟେ ଲୋକ ଚପଲ କିଣିବା ପାଇଁ ଚପଲ ଦୋକାନ, ପ୍ୟାଣ୍ଟ୍ ସାର୍ଟ କିଣିବା ପାଇଁ ଗାର୍ମେଣ୍ଟ୍ ସୋ ରୁମକୁ ଯିବ ହିଁ ଯିବ। ଅତି ଅସୁବିଧା ହେଲେ ରାସ୍ତା କଡର ଫୁଟ୍ ପାଥରୁ ହେଉ ପଛେ ଅଭାବି ଲୋକଟିଏ କିଣିବ। କିନ୍ତୁ ଚପଲ କିଣିବାକୁ ହୋଟେଲ୍ ଭିତରେ ପଶିବନି କି..
ଆଜି ନ୍ୟାୟ ପାଇଁ ସଂଘର୍ଷ ନାମକ ଏକ ସଂଗଠନର ସଭ୍ୟ ପ୍ରତାପ ଜେନାଙ୍କ କୁଶପୁତ୍ତଳିକା ଦାହ କରିବାକୁ ଆସିଥିବା ବେଳେ ସେମାନଙ୍କ ସହିତ ପ୍ରତାପଙ୍କ ସମର୍ଥକଙ୍କ ଗଣ୍ଡଗୋଳ ହୋଇଛି । ଏପରିକି ପ୍ରତାପଙ୍କ ସମର୍ଥକ ଆକ୍ରମଣ କରିଥିବା ଅପରପକ୍ଷ ଅଭିଯୋଗ କରିଛନ୍ତି । ଗଣ୍ଡଗୋଳରେ ୨ ଜଣ ଆହତ ହୋଇଛନ୍ତି ।
ପ୍ରଭାତଙ୍କ ସହ ପତ୍ନୀ ଲକ୍ଷ୍ମୀବିଳାସିନୀଙ୍କ ନାଁରେ ବି ଅତିରିକ୍ତ ଚାର୍ଜସିଟ୍
ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି।