strike
Advertisment
କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟର କାଠଯୋଡ଼ି ଛାତ୍ରୀ ନିବାସର ଜଣେ ଛାତ୍ରୀଙ୍କୁ ସେହି ହଷ୍ଟେଲର ସିନିୟର ଛାତ୍ରୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଗତ ୩୦ ତାରିଖରେ ଏହି ଘଟଣା ଘଟିଥିବା ବେଳେ ଏ ସମ୍ପର୍କରେ ଛାତ୍ରୀମାନେ ରେଭେନ୍ସା କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ।
ମାଡ଼ ମାରିଥିବା ଛାତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ହଷ୍ଟେଲରୁ ବାହାର କରିବା ଦାବିରେ କୁଳସଚିବଙ୍କ କାର୍ଯ୍ୟାଳୟ ଆଗରେ ଛାତ୍ରୀମାନେ ଧାରଣାରେ ବସିଥିଲେ। ମାଡ଼ ମାରିଥିବା ଛାତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଥିବା ଜଣାପଡ଼ିଛି। ତେବେ ଏହି ପ୍ରସଙ୍ଗରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/strike_1626340611.jpg)