girl
Advertisment
ଖୋର୍ଦ୍ଧା(ବଳରାମ ଲେଙ୍କା) : ଖୋର୍ଦ୍ଧା ଜିଲ୍ଲା କରଡ଼ଗଡ଼ିଆ ନିକଟ ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନ୍ କଡ଼ରେ କ୍ଷତବିକ୍ଷତ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
Advertisment
ମୃତଦେହ ନିକଟରେ କିଛି ଥଣ୍ଡା ପାନୀୟ ଓ ବିଷ ବୋତଲ ପଡ଼ିଥିବା ଦେଖିବାକୁ ମିଳିଛି।
ସ୍ଥାନୀୟ ଲୋକେ ଆଜି ସକାଳୁ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/girl_1626342293.jpg)