/odishatv-khabar/media/post_attachments/uploadimage/library/16_9/16_9_0/dam-1_1625348223.jpg)
dam
ଝାରସୁଗୁଡ଼ା: ହୀରାକୁଦ ଜଳଭଣ୍ଡାରରେ ଘଟିଲା ଅଘଟଣ। ହୀରାକୁଦ ଜଳଭଣ୍ଡାର ରଂପେଲା ସେତୁ ଉପରୁ ଏକ ହାଇୱା ଖସିପଡ଼ିଛି। ଫଳରେ ଦୁଇ ନିଖୋଜ ହୋଇଯାଇଛନ୍ତି। ମତ୍ସ୍ୟଜୀବୀମାନେ ଆଦିତ୍ୟ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି।
Advertisment
ଏବେବି ଅନ୍ୟ ୨ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଚାଲିଛି। ଗାଡିଟି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ପଟୁ ଲଖନପୁର ଅଞ୍ଚଳକୁ ଆସୁଥିଲା। ଘଟଣାସ୍ଥଳରେ ବନହରପାଲି ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)