dead body representative image
Advertisment
ଭୁବନେଶ୍ୱର: ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ଶ୍ରମିକଙ୍କ ନାଁ ବୁଧୁରାମ ସିଂ। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି।
Advertisment
ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡ଼ି ରହିଥିବାବେଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
ଘଟଣାସ୍ଥଳରେ ସହିଦନଗର ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/dead-body-representative-image_1625145498.jpg)