Advertisment

ସପ୍ତମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା

ରାଉରକେଲା (ସତ୍ୟାନନ୍ଦ ମହାନ୍ତି) : ରାଉରକେଲାର ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର ସି’ ଅଞ୍ଚଳରେ ଆଜି ଏକ ଦୁଃଖଦ ଘଟଣା ଘଟିଯାଇଛି। ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ବେକରେ ଓଢ଼ଣୀ ବାନ୍ଧି ଫ୍ୟାନ୍‌ରୁ ଝୁଲି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସଞ୍ଚିତା ଠାକୁର। ଆଜି ତାଙ୍କର ଜନ୍ମଦିନ ଥିଲା। ଏହି ଛାତ୍ରୀ ଜଣଙ୍କ ବନ୍ଧମୁଣ୍ଡା କେନ୍ଦ୍ରୀୟ ବିଦ୍ୟାଳୟରେ ପଢ଼ୁଥିଲେ। ସ୍କୁଲ୍ ଡ୍ରେସ୍ ପିନ୍ଧି ଥିବା ଅବସ୍ଥାରେ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିଲା। ସେ ଆତ୍ମହତ୍ୟା […]

ସପ୍ତମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା

hanging

Advertisment

ରାଉରକେଲା (ସତ୍ୟାନନ୍ଦ ମହାନ୍ତି) : ରାଉରକେଲାର ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର ସି’ ଅଞ୍ଚଳରେ ଆଜି ଏକ ଦୁଃଖଦ ଘଟଣା ଘଟିଯାଇଛି। ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ବେକରେ ଓଢ଼ଣୀ ବାନ୍ଧି ଫ୍ୟାନ୍‌ରୁ ଝୁଲି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସଞ୍ଚିତା ଠାକୁର। ଆଜି ତାଙ୍କର ଜନ୍ମଦିନ ଥିଲା।

Advertisment

ଏହି ଛାତ୍ରୀ ଜଣଙ୍କ ବନ୍ଧମୁଣ୍ଡା କେନ୍ଦ୍ରୀୟ ବିଦ୍ୟାଳୟରେ ପଢ଼ୁଥିଲେ। ସ୍କୁଲ୍ ଡ୍ରେସ୍ ପିନ୍ଧି ଥିବା ଅବସ୍ଥାରେ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିଲା। ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ କହିଛନ୍ତି। ତେବେ ସେ କାହିଁକି ଆତ୍ମହତ୍ୟା କଲେ, ତାହା ସ୍ପଷ୍ଟ ହୋଇ ନଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ