Advertisment

କାଜୁ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଝାଡ଼ଫୋଖରୀ ଗାଁରେ ଜଣେ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ୍‌ । ଗାଁ ନିକଟରେ ଥିବା କାଜୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ପଡ଼ି ରହିଥିଲା। ମୃତ ମହିଳା ଜଣଙ୍କ ଘଟଗାଁ ବ୍ଲକ କଟରାବେଡ଼ା ଗ୍ରାମର ସୁରେନ୍ଦ୍ର ବେହେରାଙ୍କ ପତ୍ନୀ ମଙ୍ଗୁଳି ବେହେରା । ତେବେ ମହିଳାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଏହା ଆତ୍ମହତ୍ୟା ନା ହତ୍ୟା ସେକଥା ଜାଣିବା ପାଇଁ ପୁଲିସ୍‌ ତଦନ୍ତ କରୁଛି।

author-image
Otv Khabar Bureau
କାଜୁ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

dead

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଝାଡ଼ଫୋଖରୀ ଗାଁରେ ଜଣେ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ୍‌ । ଗାଁ ନିକଟରେ ଥିବା କାଜୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ପଡ଼ି ରହିଥିଲା।

Advertisment

ମୃତ ମହିଳା ଜଣଙ୍କ ଘଟଗାଁ ବ୍ଲକ କଟରାବେଡ଼ା ଗ୍ରାମର ସୁରେନ୍ଦ୍ର ବେହେରାଙ୍କ ପତ୍ନୀ ମଙ୍ଗୁଳି ବେହେରା । ତେବେ ମହିଳାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଏହା ଆତ୍ମହତ୍ୟା ନା ହତ୍ୟା ସେକଥା ଜାଣିବା ପାଇଁ ପୁଲିସ୍‌ ତଦନ୍ତ କରୁଛି।

Left Top
Advertisment
Advertisment