OCAC Portal Photograph: (OTV)
ଆସନ୍ତା ୧୬ରୁ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି। ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ତରଫରୁ ଅଭିଯୋଗ ଗୁଡ଼ିକର ଶୁଣାଣି କରାଯିବ। ଏଥିପାଇଁ OCAC ପୋର୍ଟାଲ www.ocac.inରେ ପଞ୍ଜୀକରଣ କରିବାକୁ ପଡ଼ିବ।
ଇଚ୍ଛୁକ ବ୍ୟକ୍ତି ସେମାନଙ୍କ ଆଧାର ସମ୍ବନ୍ଧିତ ଅଭିଯୋଗ ଗୁଡ଼ିକୁ ଓକାକ୍ ପୋର୍ଟାଲରେ ପଞ୍ଜିକୃତ କରାଇ ପଞ୍ଜିକରଣ ପ୍ରାପ୍ତି ସ୍ବୀକାରପତ୍ର ସହ ଓକାକ ଟାୱାର ତଳ ମହଲା ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଜଣାଇପାରିବେ । ପ୍ରତ୍ୟେକ ସରକାରୀ କାର୍ଯ୍ୟ ଦିବସର ସୋମବାର ସକାଳ ୧୦.୩୦ରୁ ଉପସ୍ଥିତ ରହି ସମ୍ପୃକ୍ତ ଅଧିକାରୀଙ୍କୁ ସେମାନଙ୍କର ଅଭିଯୋଗ ଜଣାଇ ପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/14/ocac-portal-2026-02-14-13-59-28.jpg)