Advertisment

SCB ଆଇସିୟୁରୁ ଅଭିଯୁକ୍ତ ଚମ୍ପଟ୍

କଟକ  : କଟକ ଏସ୍‌ସିବି ଆଇସିୟୁରେ ଚିକିତ୍ସାଧୀନ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛି।  ଆଇସିୟୁ ବେଡ୍‌ରେ ହ୍ୟାଣ୍ଡକପ୍ ଲାଗି ରହିଥିଲେ ମଧ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛି। ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ପକ୍ଷରୁ ଖୋଲତାଡ଼ ଚାଲିଛି । ଉଲ୍ଲେଖନୀୟ ଯେ, ଗତ ୪ ତାରିଖରେ ମଦ ଦୋକାନରୁ ଚୋରି ଅଭିଯୋଗରେ ତାଙ୍କୁ ପଚରାଉଚରା ପାଇଁ ଥାନାକୁ ଅଣାଯାଇଥିଲା । କିନ୍ତୁ ଥାନାରେ ଥିବା ପାଇଖାନାରେ ଅଭିଯୁକ୍ତ ଜଣଙ୍କ ଫିନାଇଲ ପିଇ ଦେଇଥିଲା । ଅବସ୍ଥା ଗୁରୁତର ହେବାରୁ […]

SCB ଆଇସିୟୁରୁ ଅଭିଯୁକ୍ତ ଚମ୍ପଟ୍

accused

Advertisment

କଟକ  : କଟକ ଏସ୍‌ସିବି ଆଇସିୟୁରେ ଚିକିତ୍ସାଧୀନ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛି।  ଆଇସିୟୁ ବେଡ୍‌ରେ ହ୍ୟାଣ୍ଡକପ୍ ଲାଗି ରହିଥିଲେ ମଧ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛି। ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ପକ୍ଷରୁ ଖୋଲତାଡ଼ ଚାଲିଛି ।

Advertisment

ଉଲ୍ଲେଖନୀୟ ଯେ, ଗତ ୪ ତାରିଖରେ ମଦ ଦୋକାନରୁ ଚୋରି ଅଭିଯୋଗରେ ତାଙ୍କୁ ପଚରାଉଚରା ପାଇଁ ଥାନାକୁ ଅଣାଯାଇଥିଲା । କିନ୍ତୁ ଥାନାରେ ଥିବା ପାଇଖାନାରେ ଅଭିଯୁକ୍ତ ଜଣଙ୍କ ଫିନାଇଲ ପିଇ ଦେଇଥିଲା । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ