Advertisment

ଖୋର୍ଦ୍ଧାରେ ଟ୍ୟାଙ୍କରରୁ ଏସିଡ୍ ଲିକ୍, ଚାରିଆଡ଼ ଧୁଆଁମୟ

ଖୋର୍ଦ୍ଧା: ୧୬ ନଂ ଜାତୀୟ ରାଜପଥ ଚଂପାଗଡ ଛକ ଓସକେଇ ଖୋଲ ନିକଟରେ ଏସିଡ୍ ଟ୍ୟାଙ୍କର ଲିକ୍ । ଏହା ଫଳରେ ଜାତୀୟ ରାଜପଥ ଧୂଆଁମୟ ହୋଇଯାଇଛି । ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି । ଟ୍ୟାଙ୍କର ଗଂଜାମରୁ କୋଲକତା ଯାଉଥିଲା…

ଖୋର୍ଦ୍ଧାରେ ଟ୍ୟାଙ୍କରରୁ ଏସିଡ୍ ଲିକ୍, ଚାରିଆଡ଼ ଧୁଆଁମୟ

acid-tanker

Advertisment

ଖୋର୍ଦ୍ଧା: ୧୬ ନଂ ଜାତୀୟ ରାଜପଥ ଚଂପାଗଡ ଛକ ଓସକେଇ ଖୋଲ ନିକଟରେ ଏସିଡ୍ ଟ୍ୟାଙ୍କର ଲିକ୍ । ଏହା ଫଳରେ ଜାତୀୟ ରାଜପଥ ଧୂଆଁମୟ ହୋଇଯାଇଛି । ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି । ଟ୍ୟାଙ୍କର ଗଂଜାମରୁ କୋଲକତା ଯାଉଥିଲା । ଟ୍ୟାଙ୍କର ଭଲଭ୍ କଟିଯିବାରୁ ଏସିଡ୍ ଲିକ ହୋଇଥିବା ସନ୍ଦେହ କରାଯଉଛିି । ଘଟଣାସ୍ଥଳରେ ଟାଙ୍ଗୀ ଅଗ୍ନୀଶମ ବାହିନୀ ପହଂଚି ଟ୍ୟାଙ୍କର ଉପରେ ପାଣି ବର୍ଷା କରୁଛି । ପାଣି ପକାଇ ଏସିଡ୍‌ର ଶକ୍ତିକୁ ଦୁର୍ବଳ କରିବାକୁ ଚେଷ୍ଟା କରାଯାଉଛି । ଏସିଡ୍‌ ଲିକ୍‌ ଯୋଗୁଁ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି ।

Advertisment
Odisha Khordha Acid Tanker
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ