tiktok-nurse
Advertisment
ମାଲକାନ୍ଗିରି: ଡ୍ୟୁଟି ବେଳେ ଟିକ୍ଟକ୍ କରି ଭାଇରାଲ ହୋଇଥିବା ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ୪ ଜଣ ନର୍ସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ମେଡିକାଲ କତ୍ତୃପକ୍ଷ ସଂପୃକ୍ତ ୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇ ଦେଇଛନ୍ତି । ସୋସିଆଲ୍ ମିଡିଆରେ ଶସ୍ତା ଲୋକପ୍ରିୟତା ହାସଲ ପାଇଁ ନର୍ସମାନେ ଡ୍ୟୁଟିରେ ଥିଲା ବେଳେ ଟିକ୍ଟକ୍ ଭିଡିଓ କରିଥିଲେ । ଏହି ଚିତ୍ର ସାମ୍ନାକୁ ଆସିବା ପରେ ସଂପୃକ୍ତ ନର୍ସମାନଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା ଏବଂ ଆଜି ସେମାନଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/tiktok-nurse_1626693323.jpg)