vlcsnap-error152
Advertisment
ଭୁବନେଶ୍ୱର: ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି।ତାଙ୍କୁ ହାଇଦ୍ରାବାଦ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।
Advertisment
ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପତ୍ନୀ ତନ୍ଦ୍ରା ରାୟ ସୂଚନା ଦେଇ କହିଛନ୍ତି, କାଲି ମେଡିକାଲ୍ ଚେକ୍ ପାଇଁ ଆସିଥିବା ବେଳେ ହୃଦଘାତ୍ ହୋଇଥିଲା। କାଲିଠାରୁ ICUରେ ଅଛନ୍ତି, ଆଜି ସ୍ୱାସ୍ଥ୍ୟାବସ୍ଥା ଟିକେ ଭଲ ଅଛି।
ଗତ ୩-୪ ମାସ ହେବ ସେ ଡାଇବେଟିସ୍ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ଏହାପରେ ତାଙ୍କର ଏକ ଛୋଟ ଅପରେସନ୍ କରାଯାଇଥିଲା। ଏଥିରେ ସେ ସୁସ୍ଥ ହୋଇଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/vlcsnap-error152_1626159452.jpg)