rani panda
ଯାଜପୁର: ବନ୍ୟା ଭଳି ବିପତ୍ତିରେ ବିପନ୍ନଙ୍କ ସହିତ ଠିଆ ହୋଇଛନ୍ତି ଯାତ୍ରା ଅଭିନେତ୍ରୀ ରାନି ପଣ୍ଡା। ଏହା ସହିତ ପୀଡ଼ିତଙ୍କୁ ସେ ସହାୟତା ମଧ୍ୟ ପ୍ରଦାନ କରିଛନ୍ତି। ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ କଣ୍ଟିପୁର ପଞ୍ଚାୟତର ଇଚ୍ଛାପୁର ଗାଁକୁ ଯାଇ ବନ୍ୟା ପୀଡ଼ିତଙ୍କୁ ଭେଟିଛନ୍ତି ରାନି। ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିବା ସହିତ ବପିନ୍ନଙ୍କୁ ଆଶ୍ୱାସନା ଦେଇଛନ୍ତି। ଲୋକଙ୍କୁ ଦୁର୍ଦ୍ଦଶା ଦେଖି ସେ ଭାବପ୍ରବଣ ହେବା ସହିତ ପୀଡ଼ିତଙ୍କୁ ରିଲିଫ ବଣ୍ଟନ କରିଥିଲେ ରାନୀ।
[caption id="attachment_208478" align="aligncenter" width="894"]
କରୋନା ସମୟରେ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ କରୁଥିବାର ଫଟୋ[/caption]
ଯାତ୍ରାରେ ବୋଲ୍ଡ ସିନ୍କୁ ନେଇ ବିବାଦ ଘେରକୁ ଆସଥିବା ରାନୀ ଏହା ପୂର୍ବରୁ କରୋନା ବିପତ୍ତି ସହିତ ଲଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ଦାନ କରି ଚର୍ଚ୍ଚାକୁ ଆସିଥିଲେ ରାନୀ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rani-panda-1_1625367887.jpg)