adm
Advertisment
ଗଜପତି : ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କ ଆଜି ପରଲୋକ ହୋଇଯାଇଛି। ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ। ଗୁରୁତର ହେବାରୁ ଆଜି ଭୋର ସମୟରେ ବ୍ରହ୍ମପୁର ଏମ୍କେସିଜି ହସ୍ପିଟାଲକୁ ନିଆଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।
Advertisment
ଜିଲ୍ଲା କୋଭିଡ ହସ୍ପିଟାଲ ଓ କେୟାର ସେଣ୍ଟର ପରିଚାଳନା ଦାୟିତ୍ୱରେ ଥିଲେ କରୁଣାକର। ଗତ ମାର୍ଚ୍ଚ ମାସରେ ସେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । କରୁଣାକରଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/adm_1625537807.jpg)