Advertisment

Amit Shah Arrives in Bhubaneswar: ଭୁବନେଶ୍ବରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଗୃହ ମନ୍ତ୍ରୀ।

Amit Shah

Amit Shah Photograph: (OTV)

Advertisment

ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଗୃହ ମନ୍ତ୍ରୀ। ଅମିତ ଶାହଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାର ମଧ୍ୟ ଉପସ୍ଥିତ ଅଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଅଛନ୍ତି।

Advertisment

ଦିନିକିଆ ଗସ୍ତରେ ଆସିଥିବା ବେଳେ ଅମିତ ଶାହ କଟକ, ପାରାଦୀପ ଓ ଭୁବନେଶ୍ବରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ। କଟକ ମୁଣ୍ଡଳି CISF କ୍ୟାମ୍ପକୁ ଯିବେ। CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ପରେ ପାରାଦୀପ ଓ ଭୁବନେଶ୍ବର ଯିବେ।

Bhubaneswar Union Home Minister Amit Shah Amit Shah
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ