Advertisment

ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର: ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସୁଛନ୍ତି। ଗଞ୍ଜାମର ପୋଲସରା ଏବଂ ବରଗଡ଼ରେ ଦଳୀୟ ସମାବେଶରେ ସେ ଯୋଗ ଦେବେ। ଅମିତ ଶାହଙ୍କ ବରଗଡ଼ ଗସ୍ତ ଲାଗି ଦଳ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବରିଷ୍ଠ ନେତା ଦାମୋଦର ରାଉତ ପ୍ରମୁଖ ସମାବେଶରେ ଯୋଗଦେବେ। ବରଗଡ଼ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀଙ୍କ ପାଇଁ […]

ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ

amit

Advertisment

ଭୁବନେଶ୍ୱର: ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସୁଛନ୍ତି। ଗଞ୍ଜାମର ପୋଲସରା ଏବଂ ବରଗଡ଼ରେ ଦଳୀୟ ସମାବେଶରେ ସେ ଯୋଗ ଦେବେ। ଅମିତ ଶାହଙ୍କ ବରଗଡ଼ ଗସ୍ତ ଲାଗି ଦଳ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବରିଷ୍ଠ ନେତା ଦାମୋଦର ରାଉତ ପ୍ରମୁଖ ସମାବେଶରେ ଯୋଗଦେବେ।

Advertisment

ବରଗଡ଼ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀଙ୍କ ପାଇଁ ଶାହା ପ୍ରଚାର କରିବେ। ସମାବେଶରେ ହଜାର ହଜାର ସଂଖ୍ୟାରେ କର୍ମୀ, ଜନସାଧାରଣ ଯୋଗ ଦେବେ ବୋଲି ଦଳ ପକ୍ଷରୁ କୁହାଯାଇଛି। ଉତ୍କଳ ଦିବସରେ ପାରଳାଖେମୁଣ୍ଡି ଓ ଉମରକୋଟ ଆସି ନବୀନ ସରକାରଙ୍କ ଉପରେ ଶାହ ବର୍ଷିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ