Advertisment

ଆସନ୍ତାକାଲି ପୁରୀରେ ଶାହଙ୍କ ରୋଡ୍ ଶୋ’

ଭୁବନେଶ୍ୱର: ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସିବେ। ସେ ପୁରୀରେ ଏକ ବିରାଟ ରୋଡ୍ ଶୋ’ କରିବେ।  ସିଂହଦ୍ୱାର ନିକଟରୁ ମାଉସୀ ମା’ ମନ୍ଦିର ଯାଏ ହେବ ଏହି ରୋଡ୍ ଶୋ’। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଆଉ ଥରେ ଓଡ଼ିଶା ଆସିପାରନ୍ତି। ଏନେଇ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର  ସୂଚନା ଦେଇଛନ୍ତି। ମୋଦି ଆସନ୍ତା ୧୫ କିମ୍ବା ୧୬ ତାରିଖରେ ଓଡ଼ିଶା ଆସିବେ। ଏହି ଅବସରରେ ସେ ଭୁବନେଶ୍ୱରରେ ଆୟୋଜିତ […]

author-image
Jyotsnamayee Pradhan
ଆସନ୍ତାକାଲି ପୁରୀରେ ଶାହଙ୍କ ରୋଡ୍ ଶୋ’

amit

ଭୁବନେଶ୍ୱର: ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସିବେ। ସେ ପୁରୀରେ ଏକ ବିରାଟ ରୋଡ୍ ଶୋ’ କରିବେ।  ସିଂହଦ୍ୱାର ନିକଟରୁ ମାଉସୀ ମା’ ମନ୍ଦିର ଯାଏ ହେବ ଏହି ରୋଡ୍ ଶୋ’।

Advertisment

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଆଉ ଥରେ ଓଡ଼ିଶା ଆସିପାରନ୍ତି। ଏନେଇ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର  ସୂଚନା ଦେଇଛନ୍ତି। ମୋଦି ଆସନ୍ତା ୧୫ କିମ୍ବା ୧୬ ତାରିଖରେ ଓଡ଼ିଶା ଆସିବେ। ଏହି ଅବସରରେ ସେ ଭୁବନେଶ୍ୱରରେ ଆୟୋଜିତ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Advertisment
Advertisment