Advertisment

Amit Shah’s Odisha Tour Tomorrow: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ

ମୁଣ୍ଡଳିସ୍ଥିତ CISFର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଜଟଣୀରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ।

author-image
Tapan Swain
AMIT SHAH

AMIT SHAH Photograph: (OTV)

ଆସନ୍ତାକାଲି ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ। କଟକ ମୁଣ୍ଡଳିସ୍ଥିତ CISFର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଜଟଣୀରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ। ଏଥି ସହ ଆଭାସୀ ମାଧ୍ୟମରେ NFSU ଟ୍ରାନଜିଟ୍ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିବେ।

Advertisment

ଏହାପରେ ପାରାଦୀପରେ ସଲଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟର ଶୁଭଉଦଘାଟନ କାର୍ଯ୍ୟକ୍ରମ ରହିଛି। ଏହାପରେ ସଂଧ୍ୟାରେ ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡିଆରେ ପ୍ରଦର୍ଶନୀର ଉଦଘାଟନ କାର୍ଯ୍ୟକ୍ରମ ରହିଛି। ...

ଆସନ୍ତାକାଲି ଆସିବେ ଶାହ

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ମୁଣ୍ଡଳି CISFର ପ୍ରତିଷ୍ଠା ଦିବସରେ ଯୋଗଦେବେ
ଜଟଣୀରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଭୂମିପୂଜନ କରିବେ
କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର କ୍ୟାମ୍ପସ ପାଇଁ ବି କରିବେ ଭୂମି ପୂଜନ
NFSU ଟ୍ରାନଜିଟ୍ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିବେ

Advertisment
Odisha Visit Amit Shah
Advertisment
Related Articles
Advertisment