Advertisment

ଆଜି କେନ୍ଦୁଝର ଆସିବେ ଅମିତ ଶାହ

ଭୁବନେଶ୍ୱର: ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସୁଛନ୍ତି। ଏହି ଅବସରରେ ସେ କେନ୍ଦୁଝର ଆସି ମେଡିକାଲ କଲେଜ ପଡ଼ିଆରେ ଏକ ସାଧାରଣ ସଭାରେ ଯୋଗଦେବେ। ମିଶନ ୧୨୦କୁ ସଫଳ କରିବା ପାଇଁ ବିଜେପି କର୍ମୀ ଓ ନେତାଙ୍କୁ ଗୁରୁମନ୍ତ୍ର ଦେବେ। ଅମିତ ଶାହଙ୍କ ଗସ୍ତକୁ ନେଇ ବିଜେପି ଶିବିର ଚଳଚଞ୍ଚଳ ହୋଉ ଉଠିଛି। ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ୍‌ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସେହିପରି ୧୭ ତାରିଖରେ ଅମିତ […]

ଆଜି କେନ୍ଦୁଝର ଆସିବେ ଅମିତ ଶାହ

amit

Advertisment

ଭୁବନେଶ୍ୱର: ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସୁଛନ୍ତି। ଏହି ଅବସରରେ ସେ କେନ୍ଦୁଝର ଆସି ମେଡିକାଲ କଲେଜ ପଡ଼ିଆରେ ଏକ ସାଧାରଣ ସଭାରେ ଯୋଗଦେବେ। ମିଶନ ୧୨୦କୁ ସଫଳ କରିବା ପାଇଁ ବିଜେପି କର୍ମୀ ଓ ନେତାଙ୍କୁ ଗୁରୁମନ୍ତ୍ର ଦେବେ।

Advertisment

ଅମିତ ଶାହଙ୍କ ଗସ୍ତକୁ ନେଇ ବିଜେପି ଶିବିର ଚଳଚଞ୍ଚଳ ହୋଉ ଉଠିଛି। ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ୍‌ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସେହିପରି ୧୭ ତାରିଖରେ ଅମିତ ଶାହ ପୁଣି ଓଡ଼ିଶା ଆସି ବଡ଼ମ୍ବା ଓ ଢେଙ୍କାନାଳ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Advertisment

ଅନ୍ୟପକ୍ଷରେ ଆସନ୍ତା ୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିପାରନ୍ତି। ମୋଦି ସମ୍ବଲପୁର ଓ ଭୁବନେଶ୍ୱରରେ ସାଧାରଣ ସଭାକୁ ସମ୍ବୋଧନ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ