/odishatv-khabar/media/post_attachments/uploadimage/library/16_9/16_9_0/sah_1627107466.jpg)
sah
ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୮ ତାରିଖ ଅପରାହ୍ଣରେ ଭୁବନେଶ୍ୱରରେ ଆୟୋଜିତ ନାଗରିକ ସଂଶୋଧନ ଆଇନ ବା ସିଏଏ ସପକ୍ଷରେ ସେ ଏକ ଜନସଭାକୁ ସମ୍ବୋଧନ କରିବେ। ଏଥିସହିତ ୨୯ତାରିଖରେ ପୁରୀ ଶ୍ରୀମନ୍ଦିର ଓ ଭୁବନେଶ୍ୱରରେ ଶ୍ରୀଲିଙ୍ଗରାଜ ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।
Advertisment
ଗୃହମନ୍ତ୍ରୀ ହେବା ପରେ ଏହା ହେଉଛି ଅମିତ ଶାହାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଏନେଇ ଭୁବନେଶ୍ୱରରେ ଆୟୋଜିତ ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି। ତେବେ ସିଏଏ ବିଷୟରେ ଓଡ଼ିଶାର ନାରାଜ୍ ଲୋକଙ୍କୁ କିଭଳି ମନାଉଛନ୍ତି ଶାହ ଦେଖିବା କଥା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)