Advertisment

ଆଜି ପୁରୀରେ ଅମିତ ଶାହଙ୍କ ରୋଡ୍ ଶୋ’

ଭୁବନେଶ୍ୱର: ଆଜି ପୁଣିଥରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ। ସେ ପୁରୀରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଅମିତ୍‌ ଶାହ ଅପରାହ୍ନ ୫ଟାରେ ଭୁବନେଶ୍ୱର ପହଞ୍ଚିବା ପରେ ସିଧାସଳଖ ପୁରୀ ଗସ୍ତ କରିବେ। ସେ ସିଂହଦ୍ୱାରରୁ ବଳଗଣ୍ଡି ଛକ ଯାଏ ରୋଡ୍ ଶୋ’ କରିବେ। ସେହିପରି ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଆଉ ଥରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବିଜେପି ସୂତ୍ରରୁ ସୂଚନା ଦିଆଯାଇଛି। ମୋଦି ଆସନ୍ତା ୧୫ କିମ୍ବା ୧୬ […]

ଆଜି ପୁରୀରେ ଅମିତ ଶାହଙ୍କ ରୋଡ୍ ଶୋ’

amit

Advertisment

ଭୁବନେଶ୍ୱର: ଆଜି ପୁଣିଥରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ। ସେ ପୁରୀରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଅମିତ୍‌ ଶାହ ଅପରାହ୍ନ ୫ଟାରେ ଭୁବନେଶ୍ୱର ପହଞ୍ଚିବା ପରେ ସିଧାସଳଖ ପୁରୀ ଗସ୍ତ କରିବେ।

Advertisment

ସେ ସିଂହଦ୍ୱାରରୁ ବଳଗଣ୍ଡି ଛକ ଯାଏ ରୋଡ୍ ଶୋ’ କରିବେ।

ସେହିପରି ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଆଉ ଥରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବିଜେପି ସୂତ୍ରରୁ ସୂଚନା ଦିଆଯାଇଛି। ମୋଦି ଆସନ୍ତା ୧୫ କିମ୍ବା ୧୬ ତାରିଖରେ ଓଡ଼ିଶା ଆସି ପାରନ୍ତି। ଭୁବନେଶ୍ୱରରେ ଆୟୋଜିତ ସଭାରେ ସେ ଯୋଗ ଦେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ