ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ।
ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତରଖାନାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି । ଦୁର୍ଘଟଣା ପରେ ପିକଅପ ଚାଳକ ଗାଡ଼ି ଛାଡି ଫେରାର ହୋଇଯାଇଛି ।
ରାତି ପାହିଲେ ବାହାଘର ହୋଇଥାନ୍ତା। ସବୁ ପ୍ରସ୍ତୁତି ମଧ୍ୟ ଶେଷ ହୋଇଥିଲା। କିନ୍ତୁ ବିଧିର ବିଧାନ ଥିଲା କିଛି ଅଲଗା। ବାହାଘରର ଠିକ୍ ପୂର୍ବ ଦିନ ପାଣିରେ ବୁଡ଼ି ଯୁବକଙ୍କ ମୃତ୍ୟୁ ହୋଇଛି।
ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବି କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଗତକାଲି ମଧ୍ୟ କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଥିଲା।
ତାଙ୍କ ହତ୍ୟାସ୍ଥଳରୁ ଏକ ହାତଲେଖା ଚିଠି ସହ ଇଞ୍ଜେକ୍ସନ୍ ଓ ସିରିଞ୍ଜ୍ ଜବତ ହୋଇଥିଲା । ପୂର୍ବ ଶତ୍ରୁତାରୁ ଏଭଳି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅନୁଗୁଳ ସଦର ଥାନା ଅନ୍ତର୍ଗତ ଆମ୍ବପାଳ ଗାଁରେ ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ବର୍ତ୍ତମାନ ପୋଲିସ ତଦନ୍ତ ଭାରି ରଖିଛି ।
୧୯୯୫ରେ ଭାରତୀୟ ସୈନ୍ୟବାହିନୀରେ ଯୋଗ ଦେଇଥିଲେ ନରେନ୍ଦ୍ର । ଦେଶର ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇ ନିଜର କର୍ତ୍ତବ୍ୟ ସମ୍ପାଦନ କରିବା ପରେ ୨୦୧୯ରେ ହାବିଲଦାର ପଦରୁ ସେ ଅବସର ନେଲେ । ଏହା ପରେ ଗାଁରେ ରହି ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖିଥିଲେ । ଦିନେ ତାଙ୍କ ପତ୍ନୀ ରୁକ୍ମଣୀ ଅସୁସ୍ଥ ହୋଇ ପଡ଼ିଲେ । ତାଙ୍କୁ ଡାକ୍ତରଖାନାକୁ ନେବାକୁ ଗାଡ଼ିଟିଏ ଯୋଗାଡ କରିପାରିଲେନି ନରେନ୍ଦ୍ର।
ତାଳଚେର ଅନୁଗୁଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡ଼ା) ଓ ଏମ୍ସିଏଲ୍ ମଧ୍ୟରେ ଭୁଗର୍ଭ କୋଇଲା ଖଣିରେ ବାଲି ଭର୍ତ୍ତି କରିବାକୁ ନେଇ ଚିଠିରେ ଖେଳ ଚାଲିଛି । ଆଉ ସହରବାସୀଙ୍କ ଉପରେ ଘନେଇବାରେ ଲାଗିଛି ବିପଦ।
ପୂର୍ବ ବର୍ଷର ତଥ୍ୟକୁ ଦେଖିଲେ ଗତ ବର୍ଷ ଫେବୃଆରୀ ତାପମାତ୍ରା ୩୦ ଡିଗ୍ରୀରୁ କମ୍ ରହିଥିଲା, ହେଲେ ଏଥର...
ଆବାସ୍ ଲିଷ୍ଟ ତ୍ରୁଟିକୁ ନେଇ ରାଜ୍ୟବ୍ୟାପୀ ଗ୍ରାମସଭାରେ ଝଡ଼ । ସାରା ବଲାଙ୍ଗିର ଜିଲ୍ଲାରେ ବର୍ଜନ ହେଲା ଗ୍ରାମସଭା ।
ପୋଲିସ ଆସି ବୁଝାସୁଝା କରିବା ପରେ ଉତ୍ତେଜନା ହ୍ରାସ । ଅନୁଗୁଳ ବଅଁରପାଳ ବ୍ଲକ ସାନ୍ତରାପୁର ପଂଚାୟତର ଘଟଣା ।
ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିପାରେ ରାତିର ତାପମାତ୍ରା
ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଆସନ୍ତା ୨ରୁ ୩ ଦିନ ଯାଏ ପାଗ ଶୁଖିଲା ରହିବା ସହ ପାଣିପାଗରେ ପରିବର୍ତ୍ତନ ନଥିବା କହିଛି ପାଣିପାଗ କେନ୍ଦ୍ର ।
ଫାଇବର କେବୁଲ ବିଛାଇବା ପାଇଁ ପ୍ରଧାନମନ୍ତ୍ରୀ ୧୧ଶହ କୋଟି ଟଙ୍କା ଦେଇଛନ୍ତି ।
ଅଭିନବ ସୋନକାର କୋରାପୁଟ SP । ଜ୍ଞାନରଂଜନ ମହାପାତ୍ର ଢେଙ୍କାନାଳ SP ।
ଓକିଲମାନେ ତୁରନ୍ତ ଆନ୍ଦୋଳନ ପ୍ରତ୍ୟାହାର ନକଲେ ସେମାନଙ୍କ ଲାଇସେନ୍ସ ରଦ୍ଦ ପାଇଁ ଚେତାବନୀ ଦିଆଯାଇଥିଲା।
ଓଡ଼ିଶାର କେଉଁ କେଉଁ ସ୍ଥାନରେ ସୂର୍ଯ୍ୟୋପରାଗ କେତେ ସମୟ ହେବ ଦେଖନ୍ତୁ, ତାଲିକା . . .
ଅସହ୍ୟ ହେଲା ବନ ବିଭାଗର ଅତ୍ୟାଚାର,ଆତ୍ମହତ୍ୟା କରିଛନ୍ତି ଅନୁଗୁଳର ଜଣେ ଚାଷୀ ।
ବାର୍ହା ଶିକାର ପାଇଁ ଶିକାରୀ ବିଦ୍ୟୁତ୍ ଚାର୍ଜ କରି ଫାଶ ବସାଇଥିଲା। ହେଲେ ଦୁର୍ଭାଗ୍ୟବଶତଃ, ଏକ ଦନ୍ତା ଏହି ବିଦ୍ୟୁତ୍ ଫାଶରେ ପଡ଼ି ଯାଇଥିଲା।
କ୍ରୋଧର ବହ୍ନିରେ ଜଳୁଥିଲେ ୮୫ ବର୍ଷିୟ ବାପା ପାଦୁକ ସାହୁ । ସେ ଏକ ପ୍ରକାର ପ୍ରତିଶୋଧ ପରାୟଣ ହୋଇଉଠିଥିଲେ ।
ନର୍ସଙ୍କ କାର୍ଯ୍ୟରେ ବାଧା ଦେବାରୁ ଜଣେ ପ୍ରସୂତିଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଠିକ୍ ସମୟରେ ପ୍ରସବ ହୋଇନପାରିବରୁ ଅଧା ଜନ୍ମିତ ଅବସ୍ଥାରେ ଶିଶୁପୁତ୍ରଟିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ଟଙ୍କା ପାଇଁ ମାଆକୁ ହତ୍ୟା କଲା ପୁଅ । ଅନୁଗୁଳ ତାଳଚେରରୁ ସାମ୍ନାକୁ ଆସିଛି ଏହି ଅଭାବନୀୟ ଘଟଣା ।
ଗୁଣିଗାରେଡ଼ି ସନ୍ଦେହରେ ପୂର୍ବତନ ସରପଞ୍ଚଙ୍କୁ ଘର ସାମ୍ନାରେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା। ଏଥିରେ ତାଙ୍କ ବେକ ପାଖରେ ଗଭୀର ଆଘାତ ଲାଗିଥିଲା।
ଆଉ କିଛି ଘଣ୍ଟା ପରେ ଝିଅର ବାହାଘର ହୋଇଥାନ୍ତା। ହେଲେ ତା’ପୂର୍ବରୁ ଏମିତି ଏକ ଖବର ପରିବାର ଲୋକଙ୍କୁ ମିଳିଲା, ଯାହା ଶୁଣି ପରିବାର ଲୋକଙ୍କ ପାଦ ତଳୁ ମାଟି ଖସିଗଲା।