• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Angul Khabar

accident
Breaking News : ଟ୍ରକ୍‌ ଧକ୍କାରେ ୩ ମୃତ, ଜଣେ ଗୁରୁତର

ଜୀବନ ନେଇଗଲା ଟ୍ରକ୍‌ । ବସ୍‌ଟି ପଙ୍କଚର ହେବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ । ହଠାତ ଟ୍ରକ୍ ଆସି ୪ ଯାତ୍ରୀଙ୍କ ଉପରେ ମାଡ଼ିଗଲା ।

Maa Gajalaxmi
ଢେଙ୍କାନାଳ ଓ ଅନୁଗୋଳରେ ସରିଲା ମାଆ ଗଜଲକ୍ଷ୍ମୀଙ୍କ ଭସାଣଯାତ୍ରା

ମେଲାଣି ନେଲେ ଧନଧାନ୍ୟର ଦେବୀ ମାଆ ଗଜଲକ୍ଷ୍ମୀ। ଢେଙ୍କାନାଳ ଏବଂ ଅନୁଗୋଳରେ ବେଶ ଧୁମଧାମର ସହ ସମ୍ପର୍ଣ୍ଣ ହେଲା ମାଆ ଗଜଲକ୍ଷ୍ମୀଙ୍କ ଭସାଣ ଉତ୍ସବ।

Cyclone Hamoon intensified into severe’ cyclonic storm
ଭୀଷଣ ବାତ୍ୟାରେ ପରିଣତ ହେଲା ‘ହାମୁନ୍’, ଓଡ଼ିଶାରେ ପ୍ରଭାବ ପଡ଼ିବନି...

କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ।

Weather Forecast
ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଦଶହରା ଓ ଭସାଣକୁ ଭିଜେଇବା ଆଶଙ୍କା

ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ....ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି...ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା...

Angul Murder
ବୀଭତ୍ସ ହତ୍ୟା; ମଞ୍ଚାରେ ଶୋଇଥିବାବେଳେ ହାଣିଦେଲେ ଦୁର୍ବୃତ୍ତ

ମୃତ ବ୍ୟକ୍ତି ଜଣକ ହେଉଛନ୍ତି ସେହି ଗାଁର ବିଶ୍ଵନାଥ ବର୍ଗିଆ । ବିଶ୍ଵନାଥ ବନ୍ୟଜନ୍ତୁଙ୍କ କବଳରୁ ଫସଲକୁ ରକ୍ଷା କରିବା ପାଇଁ ନିଜ ଚାଷ ଜମି ନିକଟରେ ମଞ୍ଚା କରି ରାତିରେ ଶୋଇଥିଲେ ।

3 college students killed in separate road accidents in Angul and Bolangir
ବାଟରେ ଜଗିଥିଲା ଯମ: ମର୍ଣ୍ଣିଂ ୱାକ୍‌ ବେଳେ ୩ କଲେଜ ଛାତ୍ରଙ୍କ ଉପରେ ଚଢ଼ିଗଲା ଗାଡ଼ି

ମର୍ଣ୍ଣିଂ ୱାକ୍‌ ବେଳେ ଚଢ଼ିଗଲା ଗାଡ଼ି। ଆଜି ସକାଳୁ ସକାଳୁ ଅନୁଗୁଳ ଓ ବଲାଙ୍ଗିରରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

Nisha Maharana
ଅଳ୍ପ ସମୟ ପାଇଁ ମଞ୍ଚକୁ ଆସିଲେ ନିଶା, ରାଗରେ ଚୌକି ଫିଙ୍ଗିଲେ ଦର୍ଶକ

ଅଭିନେତ୍ରୀ ନିଶା ମହାରଣାଙ୍କ ପାଇଁ ଗଣ୍ଡଗୋଳ.. ଷ୍ଟେଜ୍ ଉପରକୁ ନିଶା ପହଞ୍ଚିବା କ୍ଷଣି ଦର୍ଶକଙ୍କ ମଧ୍ୟରେ ହଟ୍ଟଗୋଳ ..

Yellow warning
ଆଜି ପ୍ରବଳ ବର୍ଷିବ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କାଲିଠୁ କମିବ ବର୍ଷାର ପରିମାଣ, କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ଦେଖି ନିଅନ୍ତୁ ତାଲିକା...

Fake Doctor
ପାଠ ଯୁକ୍ତ ଦୁଇ ହେଲେ ପରିଚୟ ଡାକ୍ତର, ରୋଗୀ ବେଶରେ ଆସି ନକଲି ଡାକ୍ତରଙ୍କୁ ଧରିଲା ପୋଲିସ୍

ଯୁକ୍ତ ଦୁଇ ବିଜ୍ଞାନ ପରେ ପଶ୍ଚିମବଙ୍ଗରୁ MBBS କରିଥିଲେ ହେଲେ ତାହା ଫେକ୍ ବୋଲି ଜାଣିବା ପରେ ବି ଡାକ୍ତରୀ ପ୍ରାକ୍ଟିସ୍ ଜାରି ରଖିଥିଲେ ପ୍ରଦୀପ। ଆଜି ଧରାପଡ଼ିବା ପରେ ଏନେଇ ଖୋଦ୍ ସେ ସ୍ୱୀକାର କରିଛନ୍ତି ।

Rain Alert To 13 Districts Of Odisha
ଆଗାମୀ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୩ ତାରିଖ ଯାଏ ବର୍ଷା ଲାଗି ରହିବ।

Heavy Rainfall Alert Till Oct 3 In Odisha
ଆଜିଠୁ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଉତ୍ତର ଓଡ଼ିଶାର ଜିଲ୍ଲା  ଗୁଡିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି। 

Twin low pressure areas
ଆସୁଛି ବଡ଼ ବର୍ଷା ! ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Python enters poultry farm and kills 14 chickens in Angul
ଫାର୍ମରେ ପଶି ୧୦ କୁକୁଡ଼ା ଗିଳି ଦେଲା ଅଜଗର, କ୍ଷତିପୂରଣ ଦାବି କଲେ ଚାଷୀ...

କୁକୁଡ଼ା ଫାର୍ମରେ ଅଜଗରର ତାଣ୍ଡବ। ଫାର୍ମରେ ପଶି ୧୪ କୁକୁଡ଼ା ମାରିବା ସହ ୧୦ଟି କୁକୁଡ଼ା ଅଜଗର ଗିଳି ଦେଇଥିବା ଅନୁମାନ କରାଯାଉଛି।

Talasil officer
ଗୁମର ଖୋଲିଲେ ନେତା : ‘ବିନା ଲାଂଚରେ ପତ୍ର ହଲୁନି’

ବିରୋଧୀ ନୁହେଁ ଶାସକ ଦଳ ନେତା ଖୋଲିଦେଲେ ତହସିଲ ଅଫିସ୍‌ର ଗୁମର । ସିଧାସିଧା କହିଲେ ତଳିଆଠୁ ଉପର...ବିନା ଲାଞ୍ଚିରେ ଅଫିସ୍‌ରେ ହଲୁନି ପତ୍ର । ଆଉ ତହସିଲଦାର କହୁଛନ୍ତି ତୁମ କ୍ୟାମେରାକୁ ମୋର ବିଶ୍ୱାସ ନାହିଁ, ସିସିଟିଭି ଦେଖି...

Heavy Rainfall Alert To 10 Districts Of Odisha
ଆଜି ୧୦ ଜିଲ୍ଲାରେ ପ୍ରବଳ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ...

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Rain Alert To Various Districts Of Odisha
ଆଜି ବି ପ୍ରବଳ ବର୍ଷିବ ! ଏହିସବୁ ଜିଲ୍ଲାକୁ ସତର୍କ ସୂଚନା...

ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Heavy Rainfall Alert To 5 Districts Of Odisha
ଆଜିଠୁ ପୁଣି ୫ ଦିନ ଯାଏ ବର୍ଷିବ ! ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Rain Alert To 14 Districts Of Odisha
ଆହୁରି ଦୁଇ ଦିନ ବଡ଼ ବର୍ଷା ! ଆଗାମୀ ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ସତର୍କ ସୂଚନା...

ଆହୁରି ଦୁଇ ଦିନ ବଡ଼ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ଆଗାମୀ ୩ ଘଣ୍ଟା ପାଇଁ ଟ୍ୱିନ୍‌ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Low pressure likely over Bay of Bengal around August 18
୧୮ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଆସନ୍ତା ୧୮ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। 

Alert issued to various states as Odisha to witness incessant rainfall from today
ଆଜିଠୁ ପୁଣି ଭିଜାଇବ ବର୍ଷା ! ଏହିସବୁ ଜିଲ୍ଲାକୁ ସତର୍କ ସୂଚନା...

ଗତ କିଛି ଦିନ ଧରି ଶୁଖିଲା ପାଗ ରହି ଥିବାବେଳେ ଆଜିଠୁ ପୁଣି ଥରେ ବର୍ଷା ଆରମ୍ଭ ହୋଇପାରେ। ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ

Odisha's Angul
ନିଷ୍ଠୁର ବାପା ! ପୁଅ ସ୍କୁଲ ଗଲାନି ବୋଲି ଦେଇଦେଲା ଗରମ ଚେଙ୍କ

ନାବାଳକ ଜଣକ ସ୍କୁଲ ଯାଇନଥିଲା । ଫଳରେ ତା’ର ବାପା ଏହାକୁ ନେଇ ରାଗିଯିବା ସହ ନାବାଳକକୁ ଚେଙ୍କ ଦେଇଥିଲେ ! ଖାଲି ସେତିକି ନୁହେଁ, ଅଭିଯୋଗ ଅନୁସାରେ ସାବତ ମା’ର ପ୍ରବଚନାରେ ପଡ଼ି ନାବାଳକର ବାପା ଏଭଳି କରିଥିବା କୁହାଯାଉଛି ।

Divyang Youth Pleads Collector To Find Him A Life Partner In Odisha
‘ମୁଁ ଦିବ୍ୟାଙ୍ଗ ହୋଇଥିବାରୁ କେହି ଝିଅ ଦେଉ ନାହାନ୍ତି, ଜୀବନ ସାଥୀଟିଏ ଖୋଜି ଦିଅନ୍ତୁ’

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଜବ ଆବେଦନ। ନିଜ ପାଇଁ ଏକ ଜୀବନସାଥୀ ଖୋଜିଦେବା ପାଇଁ ଦରଖାସ୍ତ ଲେଖି ଜିଲ୍ଲାପାଳଙ୍କୁ ନିବେଦନ କରିଛନ୍ତି ଜଣେ ଦିବ୍ୟାଙ୍ଗ।

school close
ଏହି ସବୁ ଜିଲ୍ଲାରେ ଆଜି ସ୍କୁଲ ଛୁଟି, ଦେଖି ନିଅନ୍ତୁ ତାଲିକା..

୧୧ ଜିଲ୍ଲାର ସରକାରୀ ଓ ଘରୋଇ ସ୍କୁଲ ଛୁଟି ରହିବ । ସ୍କୁଲ ବନ୍ଦ ଲାଗି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ।

Schools Closed
ଆସନ୍ତାକାଲି ସ୍କୁଲ ବନ୍ଦ; ରାଜ୍ୟରେ ଏହି ସମସ୍ତ ଜିଲ୍ଲା ପାଇଁ ଛୁଟି ଘୋଷଣା

ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ ।

heavy rain
ଅସୁରକ୍ଷିତ ଡ୍ରେନେଜ୍ ପାଇଁ କଲବଲ ଜୀବନ; ବର୍ଷା ଜଳ ନିଷ୍କାସନ ସମସ୍ୟାରୁ ହୀନସ୍ତା ସହରୀ ମଣିଷ

ଡ୍ରେନ ଓ ରାସ୍ତା ଏକାକାର ହୋଇଯାଇଥିବାରୁ ମୁକୁଳା ଡ୍ରେନରେ ଗଳିପଡ଼ିଥିଲେ ସୁଜାତା । ଏଥର ବର୍ଷା ବିତ୍ପାତରେ ଖାଲି ଯେ ନୟାପଲ୍ଲୀରେ ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ତା’ନୁହେଁ ।