ଆହୁରି ଦୁଇ ଦିନ ବଡ଼ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ଆଗାମୀ ୩ ଘଣ୍ଟା ପାଇଁ ଟ୍ୱିନ୍ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତା ୧୮ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।
ଗତ କିଛି ଦିନ ଧରି ଶୁଖିଲା ପାଗ ରହି ଥିବାବେଳେ ଆଜିଠୁ ପୁଣି ଥରେ ବର୍ଷା ଆରମ୍ଭ ହୋଇପାରେ। ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ
ନାବାଳକ ଜଣକ ସ୍କୁଲ ଯାଇନଥିଲା । ଫଳରେ ତା’ର ବାପା ଏହାକୁ ନେଇ ରାଗିଯିବା ସହ ନାବାଳକକୁ ଚେଙ୍କ ଦେଇଥିଲେ ! ଖାଲି ସେତିକି ନୁହେଁ, ଅଭିଯୋଗ ଅନୁସାରେ ସାବତ ମା’ର ପ୍ରବଚନାରେ ପଡ଼ି ନାବାଳକର ବାପା ଏଭଳି କରିଥିବା କୁହାଯାଉଛି ।
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଜବ ଆବେଦନ। ନିଜ ପାଇଁ ଏକ ଜୀବନସାଥୀ ଖୋଜିଦେବା ପାଇଁ ଦରଖାସ୍ତ ଲେଖି ଜିଲ୍ଲାପାଳଙ୍କୁ ନିବେଦନ କରିଛନ୍ତି ଜଣେ ଦିବ୍ୟାଙ୍ଗ।
୧୧ ଜିଲ୍ଲାର ସରକାରୀ ଓ ଘରୋଇ ସ୍କୁଲ ଛୁଟି ରହିବ । ସ୍କୁଲ ବନ୍ଦ ଲାଗି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ।
ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ ।
ଡ୍ରେନ ଓ ରାସ୍ତା ଏକାକାର ହୋଇଯାଇଥିବାରୁ ମୁକୁଳା ଡ୍ରେନରେ ଗଳିପଡ଼ିଥିଲେ ସୁଜାତା । ଏଥର ବର୍ଷା ବିତ୍ପାତରେ ଖାଲି ଯେ ନୟାପଲ୍ଲୀରେ ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ତା’ନୁହେଁ ।
ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍ ଆଶଙ୍କା ମଧ୍ୟ ରହିଛି
ମାଲ୍ବାହୀ ଟ୍ରେନ୍ ଇଞ୍ଜିନ ଉପରେ ପାହାଡ଼ରୁ ପଡ଼ିଲା ବଡ଼ ପଥର..ତାଳଚେରରୁ ସମ୍ବଲପୁର ଅଭିମୁଖେ ଯିବାବେଳେ ପଡ଼ିଲା ପଥର
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ସାଇଣ୍ଟିଫିକ୍ ତଦନ୍ତର ରିପୋର୍ଟ ଓ ମୃତକ ନାବାଳକ ସଂଜିତ ବିଶ୍ୱାଳଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି କହିଛନ୍ତି ଏସପି । ଟୁସର ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ କରାଯାଇଛି ।
ୟା ପଛରେ ଏକ ବଡ଼ ଧରଣର ଅଙ୍ଗ ଚାଲାଣ ରାକେଟ୍ କାମ କରୁଥିବା ନେଇ ସେମାନଙ୍କ ସନ୍ଦେହ ସୃଷ୍ଟି ହୋଇଛି। ସେପଟେ ଅନୁଗୁଳ ଏସପି କହିଛନ୍ତି ଘଟଣାକୁ ବିଭିନ୍ନ ଦିଗରୁ ତଦନ୍ତ କରାଯାଉଛି। ଅଧିକ ତଥ୍ୟ ହାସଲ ଲାଗି SCB ଏଫଏମଟି ବିଭାଗର ସହଯୋଗ ଲୋଡ଼ାଯାଇଛି।
ଅନୁଗୁଳ କିଆକଟାରେ ନାବାଳକ ସଞ୍ଜୀବଙ୍କ ହତ୍ୟା ମାମଲା । ମୁଖ୍ୟ ସନ୍ଦିଗ୍ଧ ଗୀତାଞ୍ଜଳି ବାଘଙ୍କୁ ଉଠାଇ ନେଲା ପୋଲିସ୍ ।
ସାଧୁସନ୍ଥ ରହୁଥିବା ଆଶ୍ରମରେ ସୈତାନୀ କାଣ୍ଡର କାରଣ କଣ? ବାବାଙ୍କୁ କାହିଁକି ନିର୍ମମ ଭାବେ ହତ୍ୟାକଲେ ଆଉ ଜଣେ ବାବା? ଜଘନ୍ୟ କାରନାମା ପଛରେ ଲୁଚିଛି କି ତନ୍ତ୍ରମନ୍ତ୍ରର କଳାକାହାଣୀ?
ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୫୬ ଟି ୫ଜି ବିଟିଏସ ସ୍ଥାପନ ହୋଇଥିବା ବେଳେ ଏଥିରେ ଜିଓର ୧୧୨୪ ଏବଂ ଏୟାରଟେଲର ୨୩୨ଟି ୫ଜି ବିଟିଏସ ରହିଛି ।
ବିଟେକ୍ ପଢିଛନ୍ତି...ଚାକିରି ପଛରେ କିନ୍ତୁ ଧାଇଁଲେନି । କେମିତି ନିଜେ କ୍ଷେତରେ ଚାଷ କରି ଭଲ ଦୁଇ ପଇସା ରୋଜଗାର କରିବେ ସେହି ଚିନ୍ତା କଲେ । ବାସ୍...ଏବେ କୁକୁଡାଠୁ ଆରମ୍ଭ କରି ପୋଟଳ...ଯେମିତି ଫଳୁଛି ସେମିତି ରୋଜଗାର ବି ହେଉଛି
ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି।
ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା ଫଳରେ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।
ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
କେଉଁ କେଉଁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଦେଖି ନିଅନ୍ତୁ ତାଲିକା...