satya
Advertisment
ଭୁବନେଶ୍ୱର: ଓଡ଼ିଶାର ଆଉ ୭ଟି ଲୋକସଭା ଆସନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ପୁରୀରୁ ଲୋକସଭା ପ୍ରାର୍ଥୀ ହେବେ ପିସିସି ମିଡିଆ ସେଲ୍ ମୁଖ୍ୟ ସତ୍ୟପ୍ରକାଶ ନାୟକ। ସେହିପରି ଢେଙ୍କାନାଳରୁ ପ୍ରାର୍ଥୀ ହେବେ ଦଳର ବରିଷ୍ଠ ନେତା କାମାକ୍ଷା ପ୍ରସାଦ ସିଂଦେଓ।
Advertisment
କେନ୍ଦ୍ରାପଡାରୁ ପୁଣି ଥରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବରିଷ୍ଠ କଂଗ୍ରେସ ନେତା ଧରଣୀଧର ନାୟକ। ବାଲେଶ୍ୱରରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ, କେନ୍ଦୁଝରରୁ ଫକୀର ମୋହନ ନାୟକ, ଭଦ୍ରକରୁ ମଧୁମିତା ସେଠୀ ଓ ଜଗତସିଂହପୁରରୁ ପ୍ରତିମା ମଲ୍ଲିକଙ୍କ ନା ଘୋଷଣା କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/satya-1_1626759347.jpg)