/odishatv-khabar/media/post_attachments/uploadimage/library/16_9/16_9_0/bmc-2_1625444058.jpg)
bmc
ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଲା ଭୁବନେଶ୍ୱର। ଆଜି ରାଜଧାନୀରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୦ଜଣ କ୍ୱାରେଣ୍ଟିନରେ ଥିଲା ବେଳେ ୪୯ଜଣ ଲୋକାଲ୍ ମାମଲା ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ୱିଟ୍ କରି ସୂଚନା ଦେଇଛି।
Advertisment
https://twitter.com/bmcbbsr/status/1293167764094386178?s=20
ସେହିପରି ଆଜି ଭୁବନେଶ୍ୱରରୁ ୧୩୪ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ବିଏମସିରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୭୧ରେ ପହଞ୍ଚିଛି। ସେଥିମଧ୍ୟରୁ ୨୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୮୦୭ଜଣ ସୁସ୍ଥ ହୋଇଛନ୍ତି। ଏବେବି ୧୧୩୯ ମାମଲା ଆକ୍ଟିଭ୍ ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)