Advertisment

ଭୁବନେଶ୍ୱରରୁ ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଲା ଭୁବନେଶ୍ୱର। ଆଜି ରାଜଧାନୀରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୦ଜଣ କ୍ୱାରେଣ୍ଟିନରେ ଥିଲା ବେଳେ ୪୯ଜଣ ଲୋକାଲ୍ ମାମଲା ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ୱିଟ୍ କରି ସୂଚନା ଦେଇଛି। Update on newly detected & cured #COVID19 cases in the last 24 hrs under the BMC area on 11th Aug 2020(till 9am). Further contact tracing is […]

ଭୁବନେଶ୍ୱରରୁ ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ

bmc

Advertisment

ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଲା ଭୁବନେଶ୍ୱର। ଆଜି ରାଜଧାନୀରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୦ଜଣ କ୍ୱାରେଣ୍ଟିନରେ ଥିଲା ବେଳେ ୪୯ଜଣ ଲୋକାଲ୍ ମାମଲା ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ୱିଟ୍ କରି ସୂଚନା ଦେଇଛି।

Advertisment

https://twitter.com/bmcbbsr/status/1293167764094386178?s=20

ସେହିପରି ଆଜି ଭୁବନେଶ୍ୱରରୁ ୧୩୪ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ବିଏମସିରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୭୧ରେ ପହଞ୍ଚିଛି। ସେଥିମଧ୍ୟରୁ ୨୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୮୦୭ଜଣ ସୁସ୍ଥ ହୋଇଛନ୍ତି। ଏବେବି ୧୧୩୯ ମାମଲା ଆକ୍ଟିଭ୍ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ