Advertisment

ଆଜି ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ତ ହୋଇଛନ୍ତି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିଭଳି ଗଜପତିରୁ ୧୩୯, ବଲାଙ୍ଗିର ୧୦୦, ସମ୍ବଲପୁର ୯୫, କଟକରୁ ୭୧ ଓ ସୁନ୍ଦରଗଡ଼ରୁ ୫୭ ଆକ୍ରାନ୍ତ ସୁସ୍ତ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ […]

ଅଦ୍ୟତନ ହୋଇଛି
ଆଜି ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ

corona-cure

Advertisment

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ତ ହୋଇଛନ୍ତି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

Advertisment

ସେହିଭଳି ଗଜପତିରୁ ୧୩୯, ବଲାଙ୍ଗିର ୧୦୦, ସମ୍ବଲପୁର ୯୫, କଟକରୁ ୭୧ ଓ ସୁନ୍ଦରଗଡ଼ରୁ ୫୭ ଆକ୍ରାନ୍ତ ସୁସ୍ତ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ପୁରୀରୁ ୪୫, ଭଦ୍ରକରୁ ୪୪, ରାୟଗଡ଼ାରୁ ୪୨ ଢେଙ୍କନାଳରୁ ୩୭ ଜଣ ସୁସ୍ଥ ହୋଇଥିବା ନେଇ ସୂଚନା ଦିଆଯାଇଛି। ସେହିଭଳି କନ୍ଧମାଳରୁ ୩୬, ମାଲକାନଗିରିରୁ ୩୩, କେନ୍ଦୁଝରରୁ ୩୦, କୋରାପଟୁରୁ ୨୯ , ବୌଦ୍ଧ ଓ ନୟାଗଡ଼ରୁ ୨୮ ଜଣ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୨୧ ଜଣ ଓ ମୟୂରଭଞ୍ଜରୁ ୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ କହିଛି।

Advertisment

ସୋନପୁରରୁ ମଧ୍ୟ ୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଜଗତସିଂହପୁର ୧୮, ବାଲେଶ୍ୱରରୁ ୧୩, ବରଗଡ଼ରୁ ୧୨, କଳାହାଣ୍ଡିରୁ ୧୯, କେନ୍ଦ୍ରାପଡ଼ାରୁ ୭ ଓ ଯାଜପୁରରୁ ଆଜି ୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ୍ୟ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟ ୩୭୯୦୦ ପହଞ୍ଚିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ