Advertisment

ରାଜ୍ୟରେ ବଢ଼ିଲା କରୋନା ସୁସ୍ଥ ସଂଖ୍ୟା

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁସ୍ଥ ସଂଖ୍ୟା ମିଶାଇଲେ ରାଜ୍ୟରେ ମୋଟ ୨୯୧୧୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି। ଆଜି ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୭, ବରଗଡ଼ରୁ ୯୯, ସୁନ୍ଦରଗଡ଼ରୁ ୯୮, କଳାହାଣ୍ଡିରୁ ୭୨, ଜଗତସିଂହପୁରରୁ ୭୦, […]

ରାଜ୍ୟରେ ବଢ଼ିଲା କରୋନା ସୁସ୍ଥ ସଂଖ୍ୟା

corona

Advertisment

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁସ୍ଥ ସଂଖ୍ୟା ମିଶାଇଲେ ରାଜ୍ୟରେ ମୋଟ ୨୯୧୧୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି।

Advertisment

ଆଜି ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୭, ବରଗଡ଼ରୁ ୯୯, ସୁନ୍ଦରଗଡ଼ରୁ ୯୮, କଳାହାଣ୍ଡିରୁ ୭୨, ଜଗତସିଂହପୁରରୁ ୭୦, ନୂଆପଡ଼ାରୁ ୬୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦୁଝରରୁ ୬୬, ମୟୂରଭଞ୍ଜରୁ ୬୬, ବାଲେଶ୍ୱରରୁ ୫୮, ପୁରୀରୁ ୫୭, ଅନୁଗୋଳରୁ ୫୩, ଭଦ୍ରକରୁ ୪୯, ବଲାଙ୍ଗିରିରୁ ୪୯,  କେନ୍ଦ୍ରାପଡ଼ାରୁ ୪୯ ଜଣ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ କହିଛି।

Advertisment


ଅନ୍ୟପଟେ ସମ୍ୱଲପୁରରୁ ୪୩, ଯାଜପୁରରୁ ୪୧, ଝାରସୁଗୁଡ଼ାରୁ ୨୯, ମାଲକାନଗିରିରୁ ୨୮, ନବରଙ୍ଗପୁରରୁ ୨୮, ଢେଙ୍କାନାଳରୁ ୨୩, ସୋନପୁରରୁ ୨୨, ଗଞ୍ଜାମରୁ ୧୯ରୁ ସୁସ୍ଥ ହୋଇଛନ୍ତି। ସେହିପରି କୋରାପୁଟରୁ ୧୨, ନୟାଗଡ଼ରୁ ୧୨, ରାୟଗଡ଼ାରୁ ୭, ଗଜପତିରୁ ୬, ଦେବଗଡ଼ରୁ ୫ ଓ ଷ୍ଟେଟ୍‌ ପୁଲରୁ ୩୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ