Advertisment

ରାଜ୍ୟରେ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି କଟକରୁ ୨୮୧, ସୁନ୍ଦରଗଡ଼ରୁ ୨୨୮, ମୟୂରଭଞ୍ଜରୁ ୧୯୯, ଅନୁଗୁଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀ ୮୬, ସୋନପୁର ୮୫, କେନ୍ଦ୍ରାପଡ଼ା ୮୪, ଯାଜପୁର ୭୫ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। 69 from Bargarh […]

ଅଦ୍ୟତନ ହୋଇଛି
ରାଜ୍ୟରେ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

representative-image

Advertisment

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ସେହିପରି କଟକରୁ ୨୮୧, ସୁନ୍ଦରଗଡ଼ରୁ ୨୨୮, ମୟୂରଭଞ୍ଜରୁ ୧୯୯, ଅନୁଗୁଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀ ୮୬, ସୋନପୁର ୮୫, କେନ୍ଦ୍ରାପଡ଼ା ୮୪, ଯାଜପୁର ୭୫ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Advertisment

ନୂଆପଡ଼ା ୭୦, ବରଗଡ଼ ୬୯, ବଲାଙ୍ଗିର ୬୯, ଝାରସୁଗୁଡ଼ା ୬୭, କେଉଁଝର ୬୬, ଭଦ୍ରକ ୬୦, ଜଗତସିଂହପୁର ୫୫, ସମ୍ବଲପୁରରୁ ୫୪ ଜଣ ସୁସ୍ଥ ହୋଇଥିବା ବେଳେ ଢେଙ୍କାନାଳ ୪୯, ବୌଦ୍ଧ ୪୬, ଗଞ୍ଜାମ ୪୨, ମାଲକାନଗିରି ୩୮, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁରରୁ ୩୩ ଲେଖାଏ ଆରୋଗ୍ୟ ହୋଇଛନ୍ତି।

ସେହିପରି ନୟାଗଡ଼ରୁ ୩୦, ରାୟଗଡ଼ା ୨୭, ଗଜପତି ୧୪, ଦେଓଗଡ଼ରୁ ୯ ସୁସ୍ଥ ହୋଇଥିବା ବେଳେ ଷ୍ଟେଟ୍‌ ପୁଲର ୬୯ ଜଣ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୬୨୦୩୧ ପହଞ୍ଚିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ