Advertisment

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୨୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଉଥିବା ବେଳେ ଏପଟେ ସୁସ୍ଥ ସଂଖ୍ୟା ବଧ୍ୟ ବଢ଼ୁଛି। ଏହିକ୍ରମରେ ଆଜି ରାଜ୍ୟରେ ମୋଟ ୩୨୧୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୧୫୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। 21 from Gajapati12 from Kalahandi7 from Boudh4 from Deogarh […]

author-image
Ranjeet Kumar Jena
ଆଜି ରାଜ୍ୟରେ ସୁସ୍ଥ ହେଲେ ୩୨୧୭ କରୋନା ଆକ୍ରାନ୍ତ

corona

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଉଥିବା ବେଳେ ଏପଟେ ସୁସ୍ଥ ସଂଖ୍ୟା ବଧ୍ୟ ବଢ଼ୁଛି। ଏହିକ୍ରମରେ ଆଜି ରାଜ୍ୟରେ ମୋଟ ୩୨୧୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୧୫୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି ସୂଚନା ଦେଇଛି।

Advertisment

https://twitter.com/HFWOdisha/status/1304782645323206656?s=20

ଆଜି ରାଜ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୨୮୧, କଟକରୁ ୨୭୫, ବରଗଡ଼ରୁ ୨୧୮, ରାୟଗଡ଼ାରୁ ୨୦୬, ଗଞ୍ଜାମରୁ ୧୨୬, କେନ୍ଦୁଝରରୁ ୧୧୬, ଯାଜପୁରରୁ ୧୧୨, ପୁରୀରୁ ୧୦୩ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଝାରସୁଗୁଡ଼ାରୁ ୯୬, ନବରଙ୍ଗପୁରରୁ ୭୯, ନୂଆପଡ଼ାରୁ ୭୯, ସୁନ୍ଦରଗଡ଼ରୁ ୭୫, ଅନୁଗୁଳରୁ ୬୯, ଢେଙ୍କାନାଳରୁ ୫୯, ଭଦ୍ରକରୁ ୫୪, ଜଗତସିଂହପୁରରୁ ୫୪, ସୋନପୁରରୁ ୫୩, ବାଲେଶ୍ୱରରୁ ୪୯, ବଲାଙ୍ଗିରରୁ ୪୯, ନୟାଗଡ଼ରୁ ୪୯, କନ୍ଧମାଳରୁ ୩୬, ମାଲକାନଗିରିରୁ ୨୮, ଗଜପତିରୁ ୨୧, କଳାହାଣ୍ଡିରୁ ୧୨, ବୌଦ୍ଧରୁ ୭ ଏବଂ ଦେବଗଡ଼ରୁ ୪ଜଣ ଆରୋଗ୍ୟ ଲାଭ କରିଛନ୍ତି।

Advertisment
Advertisment
Advertisment