Advertisment

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୩୬୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ମୋଟ୍‌ ୧୧୮୬୪୨ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 22 from Malkangiri17 from Nuapada4 from Deogarh The total recovered cases of Odisha now stand at 118642 — H & FW Dept Odisha (@HFWOdisha) September […]

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

corona11

Advertisment

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୩୬୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ମୋଟ୍‌ ୧୧୮୬୪୨ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

https://twitter.com/HFWOdisha/status/1305141876064792577?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ରହିଛନ୍ତି। ଖୋର୍ଦ୍ଧାରୁ ୮୦୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୪୮, ପୁରୀରୁ ୨୮୦, ମୟୂରଭଞ୍ଜରୁ ୨୦୬, ରାୟଗଡ଼ାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡ଼ରୁ ୧୨୦, ଝାରସୁଗୁଡ଼ାରୁ ୧୧୯, ବରଗଡ଼ରୁ ୧୧୬, ଗଞ୍ଜାମରୁ ୧୧୦ ସୁସ୍ଥ ହୋଇଛନ୍ତି।

ସେହିପରି କଳାହାଣ୍ଡିରୁ ୮୯, ସୁବର୍ଣ୍ଣପୁରରୁ ୮୭, କନ୍ଧମାଳରୁ ୮୫, କୋରାପୁଟରୁ ୭୧, ବାଲେଶ୍ୱରରୁ ୬୬, ସମ୍ବଲପୁରରୁ ୬୬, ବୌଦ୍ଧରୁ ୬୫, ନୟାଗଡ଼ରୁ ୫୮, କେନ୍ଦୁଝରରୁ ୫୧, କେନ୍ଦ୍ରାପଡ଼ାରୁ ୪୪, ଯାଜପୁରରୁ ୪୦, ବଲାଙ୍ଗିରରୁ ୩୯, ଜଗତସିଂହପୁରରୁ ୩୧, ଗଜପତିରୁ ୨୯, ଅନୁଗୋଳରୁ ୨୮, ଢେଙ୍କାନାଳରୁ ୨୫, ନବରଙ୍ଗପୁରରୁ ୨୪, ମାଲକାନଗିରିରୁ ୨୨, ନୂଆପଡ଼ାରୁ ୧୬ ଓ ଦେବଗଡ଼ରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ