Advertisment

କରୋନରୁ ସୁସ୍ଥ ହେଲେ ୩୪୪୩ ରୋଗୀ

ଭୁବନେଶ୍ୱର: ଆଜି କରୋନରୁ ସୁସ୍ଥ ହେଲେ ୩୪୪୩ କରୋନା ଆକ୍ରାନ୍ତ। ସେଥିମଧ୍ୟରୁ ଖୋର୍ଦ୍ଧାରୁ ୯୫୧, କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଆଜି ସୁସ୍ଥ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରୁ ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡ଼ାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪, ବାଲେଶ୍ୱରରୁ ୧୩୭ ସୁସ୍ଥ ହୋଇଛନ୍ତି। ସେହିପରି ନୟାଗଡ଼ରୁ ୧୧୭, କୋରାପୁଟରୁ ୧୧୦, ଜଗତସିଂହପୁରରୁ ୧୦୭, ପୁରୀରୁ […]

author-image
Abinash Pati
ଅଦ୍ୟତନ ହୋଇଛି
କରୋନରୁ ସୁସ୍ଥ ହେଲେ ୩୪୪୩ ରୋଗୀ

recover

ଭୁବନେଶ୍ୱର: ଆଜି କରୋନରୁ ସୁସ୍ଥ ହେଲେ ୩୪୪୩ କରୋନା ଆକ୍ରାନ୍ତ। ସେଥିମଧ୍ୟରୁ ଖୋର୍ଦ୍ଧାରୁ ୯୫୧, କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

Advertisment

ଆଜି ସୁସ୍ଥ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରୁ ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡ଼ାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪, ବାଲେଶ୍ୱରରୁ ୧୩୭ ସୁସ୍ଥ ହୋଇଛନ୍ତି। ସେହିପରି
ନୟାଗଡ଼ରୁ ୧୧୭, କୋରାପୁଟରୁ ୧୧୦, ଜଗତସିଂହପୁରରୁ ୧୦୭, ପୁରୀରୁ ୧୦୫, ସମ୍ବଲପୁରରୁ ୧୦୦, ଝାରସୁଗୁଡ଼ାରୁ ୬୭ ସୁସ୍ଥ ହୋଇଥିବା ବେଳେ ମାଲକାନଗିରିରୁ ୬୪, ବଲାଙ୍ଗିର ଓ କେନ୍ଦ୍ରାପଡ଼ାରୁ ୬୧ ଲେଖାଏଁ ସୁସ୍ଥ ହୋଇଛନ୍ତି।

Advertisment

ବରଗଡ଼ରୁ ମଧ୍ୟ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କେନ୍ଦୁଝରରୁ ୫୪, ସୁବର୍ଣ୍ଣପୁରରୁ ୪୧, ସୁନ୍ଦରଗଡ଼ରୁ ୩୧, ନବରଙ୍ଗପୁରରୁ ୩୩, କନ୍ଧମାଳରୁ ୨୪ ଗଜପତି ଓ ନୂଆପଡ଼ାରୁ ୨୩ ଲେଖାଏଁ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ କହିଛି। କଳାହାଣ୍ଡିରୁ ୧୨ ସୁସ୍ଥ ହୋଇଥିବା ବେଳେ ବୌଦ୍ଧରୁ ୧୧, ଦେବଗଡ଼ରୁ ୮ ଓ ଅନୁଗୁଳରୁ ୫ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟା ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୩, ୭୭୪କୁ ବୃଦ୍ଧି ପାଇଛି।

Advertisment
Advertisment