Advertisment

୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୦୪

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 23 from Deogarh22 from Anugul22 from Gajapati11 from Nuapada188 from State Pool The total recovered cases of Odisha now stand at 149379 — H & FW […]

୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୦୪

corona

Advertisment

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

https://twitter.com/HFWOdisha/status/1308038627071459329?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ରହିଛନ୍ତି। ଖୋର୍ଦ୍ଧାରୁ ମୋଟ ୭୯୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡ଼ାରୁ ୧୫୧, କେନ୍ଦ୍ରାପଡ଼ାରୁ ୧୪୭, ବଲାଙ୍ଗିରରୁ ୧୩୬, ସୁନ୍ଦରଗଡ଼ରୁ ୧୩୬, ବରଗଡ଼ରୁ ୧୩୨, ମୟୂରଭଞ୍ଜରୁ ୧୨୦, ନବରଙ୍ଗପୁରରୁ ୧୨୦, ଯାଜପୁରରୁ ୧୧୩, ସମ୍ୱଲପୁରରୁ ୧୧୧ ଜଣ ଆରୋଗ୍ୟ ହୋଇଛନ୍ତି।

ସେହିପରି କୋରାପୁଟରୁ ୯୯, ରାୟଗଡ଼ାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ୱରରୁ ୭୩, କେନ୍ଦୁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢେଙ୍କାନାଳରୁ ୩୯, ନୟାଗଡ଼ରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭, ଦେବଗଡ଼ରୁ ୨୩, ଅନୁଗୋଳରୁ ୨୨, ଗଜପତିରୁ ୨୨, ନୂଆପଡ଼ାରୁ ୧୧ ଓ ଷ୍ଟେଟ୍‌ ପୁଲରୁ ୧୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ