Advertisment

୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୫୭୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 34 from Dhenkanal22 from Malkangiri19 from Boudh17 from Rayagada The total recovered cases of Odisha now stand at 125738 — H & FW […]

୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ କରୋନା ଆକ୍ରାନ୍ତ

corona1

Advertisment

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୫୭୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

https://twitter.com/HFWOdisha/status/1305875610888097792?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୪୪ ରହିଥିବା ବେଳେ ବରଗଡ଼ରୁ ୩୯୭, କଟକରୁ ୩୭୫, ଯାଜପୁରରୁ ୨୪୨, ପୁରୀରୁ ୨୦୧, ମୟୂରଭଞ୍ଜରୁ ୧୫୨, ଝାରସୁଗୁଡ଼ାରୁ ୧୧୭, କୋରାପୁଟରୁ ୧୧୫, ବାଲେଶ୍ୱରରୁ ୧୧୫, କନ୍ଧମାଳରୁ ୧୦୦ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁରରୁ ୯୩, ଗଞ୍ଜାମରୁ ୯୨, କେନ୍ଦ୍ରାପଡ଼ାରୁ ୮୮, ସୁବର୍ଣ୍ଣପୁରରୁ ୮୪, ସୁନ୍ଦରଗଡ଼ରୁ ୮୪, ବଲାଙ୍ଗିରରୁ ୭୫, ଅନୁଗୁଳରୁ ୭୨, ସମ୍ବଲପୁରରୁ ୭୧, ନୟାଗଡ଼ରୁ ୭୦, କେନ୍ଦୁଝରରୁ ୬୦, ନବରଙ୍ଗପୁରରୁ ୫୯, ନୂଆପଡ଼ାରୁ ୫୩, କଳାହାଣ୍ଡିରୁ ୪୮, ଦେବଗଡ଼ରୁ ୪୩, ଗଞ୍ଜାମରୁ ୩୮, ଭଦ୍ରକରୁ ୩୪, ଢେଙ୍କାନାଳରୁ ୩୪, ମାଲକାନଗିରିରୁ ୨୨, ବୌଦ୍ଧରୁ ୧୯ ଓ ରାୟଗଡ଼ାରୁ ୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ