Advertisment

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଆଉ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ।  ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୩୨୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୨୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୩୮୯, ପୁରୀରୁ ୨୭୪, ଅନୁଗୋଳରୁ ୨୧୦, ବରଗଡ଼ରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗିରରୁ ୧୮୩, କେନ୍ଦ୍ରାପଡ଼ାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ୱଲପୁରରୁ ୧୩୮, ଜଗତସିଂହପୁରରୁ […]

author-image
Chandan Shishu
ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

cure

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଆଉ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ।  ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୩୨୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
Advertisment
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୨୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୩୮୯, ପୁରୀରୁ ୨୭୪, ଅନୁଗୋଳରୁ ୨୧୦, ବରଗଡ଼ରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗିରରୁ ୧୮୩, କେନ୍ଦ୍ରାପଡ଼ାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ୱଲପୁରରୁ ୧୩୮, ଜଗତସିଂହପୁରରୁ ୧୨୩, ମୟୂରଭଞ୍ଜରୁ ୧୨୨,  ଯାଜପୁରରୁ ୧୧୮, କନ୍ଧମାଳରୁ ୧୧୦, ସୁନ୍ଦରଗଡ଼ରୁ ୧୧୦, ନବରଙ୍ଗପୁରରୁ ୯୭, ସୋନପୁରରୁ ୯୩, ନୂଆପଡ଼ାରୁ ୯୧, କୋରାପୁଟରୁ ୭୪ ସୁସ୍ଥ ହୋଇଛନ୍ତି। 
Advertisment

ଝାରସୁଗୁଡ଼ାରୁ ୭୦, କେନ୍ଦୁଝରରୁ ୫୫, ନୟାଗଡ଼ରୁ ୫୫, ଭଦ୍ରକରୁ ୫୩, ବୌଦ୍ଧରୁ ୪୧, ମାଲକାନଗିରିରୁ ୨୭, ରାୟଗଡ଼ାରୁ ୨୨, ଦେବଗଡ଼ରୁ ୨୦, ଢେଙ୍କାନାଳରୁ ୧୭, ଗଞ୍ଜାମରୁ ୧୭, ଗଜପତିରୁ ୧୩ ଓ ଷ୍ଟେଟ୍‌ ପୁଲରୁ ୧୦୬ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
Advertisment
Advertisment