Advertisment

ଆଜି ବିଏମସିରୁ ଆଉ ୩୯୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନରୁ ୧୫୯ ଓ ଲୋକାଲ କେସ ୨୩୫ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। ଏହାଛଡ଼ା ୩୦୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 7th Sep 2020(till 9am). […]

author-image
Ranjeet Kumar Jena
ଅଦ୍ୟତନ ହୋଇଛି
ଆଜି ବିଏମସିରୁ ଆଉ ୩୯୪ ପଜିଟିଭ୍ ଚିହ୍ନଟ

bmc

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନରୁ ୧୫୯ ଓ ଲୋକାଲ କେସ ୨୩୫ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। ଏହାଛଡ଼ା ୩୦୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Advertisment

https://twitter.com/bmcbbsr/status/1302954036925095937?s=20

ପଟିଆ ମା’ ମଙ୍ଗଳା ସାହିରୁ ୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ବମିଖାଲରୁ ୯ ଓ ୟୁନିଟ୍-୯ରୁ ୫ ଲୋକାଲ କେସ ଚିହ୍ନଟ ହୋଇଛି। ଆଇଆର୍‌ସି ଭିଲେଜରୁ ୭, କଳିଙ୍ଗ ବିହାର, କଳ୍ପନାରୁ ୬, ବମିଖାଲରୁ ୯ ଓ ୟୁନିଟ୍-୯ରୁ ୫ ଲୋକାଲ କେସ ଚିହ୍ନଟ ହୋଇଛି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୩୬୮୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୪୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୫୨୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୫୦୯୯ ଜଣ ଏବେ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Advertisment
Advertisment
Advertisment