Advertisment

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଏହିକ୍ରମରେ ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ଆଉ ୪୦୫୨ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୫୭୨୬୫ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 36 from Malkangiri20 from Deogarh17 from Boudh15 from Gajapati217 from State Pool The total recovered cases of […]

author-image
Ranjeet Kumar Jena
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

covid19

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଏହିକ୍ରମରେ ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ଆଉ ୪୦୫୨ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୫୭୨୬୫ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

https://twitter.com/HFWOdisha/status/1308773725622341633?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୧୬ ଜଣ ଥିବା ବେଳେ କଟକରୁ ୩୭୮, ସୁନ୍ଦରଗଡ଼ରୁ ୧୮୨, ପୁରୀରୁ ୧୮୧, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୫୨, ଝାରସୁଗୁଡ଼ାରୁ ୧୫୦, ରାୟଗଡ଼ାରୁ ୧୪୬, ମୟୂରଭଞ୍ଜରୁ ୧୩୮, କେନ୍ଦ୍ରାପଡ଼ାରୁ ୧୨୯, ସମ୍ୱଲପୁରରୁ ୧୨୮, ସୋନପୁରରୁ ୧୨୬, ଅନୁଗୋଳରୁ ୧୨୨, ନୂଆପଡ଼ାରୁ ୧୨୧, ବାଲେଶ୍ୱରରୁ ୧୧୧, ନବରଙ୍ଗପୁରରୁ ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ବରଗଡ଼ରୁ ୯୭, କୋରାପୁଟରୁ ୯୧, କେନ୍ଦୁଝରରୁ ୮୩, କନ୍ଧମାଳରୁ ୭୨, ଢେଙ୍କାନାଳରୁ ୭୧, ଭଦ୍ରକରୁ ୬୫, ଗଞ୍ଜାମରୁ ୫୫, ନୟାଗଡ଼ରୁ ୪୫, ବଲାଙ୍ଗିରରୁ ୪୪, ମାଲକାନଗିରିରୁ ୩୬, ଦେବଗଡ଼ରୁ ୨୦, ବୌଦ୍ଧରୁ ୧୭, ଗଜପତିରୁ ୧୫ ଓ ଷ୍ଟେଟ୍‌ ପୁଲରୁ ୨୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଆଜି ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିଲେ।

Advertisment
Advertisment
Advertisment