• Astrospeak
  • Live TV
  • Read In English

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

ଭୁବନେଶ୍ୱର: ରାଜ୍ୟରେ ଲଗାତର ବୃଦ୍ଧି ପାଇବାରେ କରୋନା ସୁସ୍ଥ ସଂଖ୍ୟା। ଆଜି ମହାମାରୀ କରୋନାରୁ ୪୦୯୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୧୬୫୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 121 from Jagatsinghpur120 from Koraput115 from Mayurbhanj110 from Sonepur104 from Bhadrak99 from Sambalpur93 from Jharsuguda92 from Keonjhar91 from Baleswar83 […]

corona1
corona1

ଭୁବନେଶ୍ୱର: ରାଜ୍ୟରେ ଲଗାତର ବୃଦ୍ଧି ପାଇବାରେ କରୋନା ସୁସ୍ଥ ସଂଖ୍ୟା। ଆଜି ମହାମାରୀ କରୋନାରୁ ୪୦୯୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୧୬୫୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

https://twitter.com/HFWOdisha/status/1307322815960379392?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୬୦୫ ଜଣ ଅଛନ୍ତି। ସେହିପରି ପୁରୀରୁ ୪୧୨, କଟକରୁ ୩୭୧, ବରଗଡ଼ରୁ ୧୬୯, ନବରଙ୍ଗପୁରରୁ ୧୬୦, ସୁନ୍ଦରଗଡ଼ରୁ ୧୫୫, କେନ୍ଦ୍ରାପଡ଼ାରୁ ୧୪୫, ରାୟଗଡ଼ାରୁ ୧୪୫, ଯାଜପୁରରୁ ୧୩୯, ବଲାଙ୍ଗିରରୁ ୧୨୩, ଜଗତସିଂହପୁରରୁ ୧୨୧, କୋରାପୁଟରୁ ୧୨୦, ମୟୂରଭଞ୍ଜରୁ ୧୧୫, ସୋନପୁରରୁ ୧୧୦, ଭଦ୍ରକରୁ ୧୦୪ ଜଣ ସୁସ୍ଥ ହୋଇଛନ୍ତି।

ତେବେ ସମ୍ୱଲପୁରରୁ ୯୯, ଝାରସୁଗୁଡ଼ାରୁ ୯୩, କେନ୍ଦୁଝରରୁ ୯୨, ବାଲେଶ୍ୱରରୁ ୯୧, ନୟାଗଡ଼ରୁ ୮୩, ନୂଆପଡ଼ାରୁ ୭୮, ଅନୁଗୋଳରୁ ୬୬, ଗଞ୍ଜାମରୁ ୫୬, ଢେଙ୍କାନାଳରୁ ୫୦, କଳାହାଣ୍ଡିରୁ ୪୪, ମାଲକାନଗିରିରୁ ୪୪, କନ୍ଧମାଳରୁ ୩୮, ବୌଦ୍ଧରୁ ୧୮, ଗଜପତିରୁ ୧୮, ଦେବଗଡ଼ରୁ ୧୪ ଓ ଷ୍ଟେଟ୍‌ ପୁଲରୁ ୨୧୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।