Advertisment

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଲଗାତର କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୮୫୭୦୦ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। 49 from Boudh39 from Gajapati35 from Kalahandi21 from Deogarh162 from State Pool The total recovered cases of […]

author-image
Ranjeet Kumar Jena
ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

corona1

ଭୁବନେଶ୍ୱର: ରାଜ୍ୟରେ ଲଗାତର କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୮୫୭୦୦ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି ସୂଚନା ଦେଇଛି।

Advertisment

https://twitter.com/HFWOdisha/status/1311299915641884672?s=20

ଆଜି ରାଜ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୬୨୮ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡ଼ାରୁ ୨୩୨, ଅନୁଗୁଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡ଼ାରୁ ୧୬୧, ମୟୂରଭଞ୍ଜରୁ ୧୫୩, ରାୟଗଡ଼ାରୁ ୧୩୨, ଯାଜପୁରରୁ ୧୨୯, ବଲାଙ୍ଗିରରୁ ୧୨୩, ବାଲେଶ୍ୱରରୁ ୧୧୯, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୧୩, ବରଗଡ଼ରୁ ୧୧୨ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି କନ୍ଧମାଳରୁ ୮୭, ଢେଙ୍କାନାଳରୁ ୮୫, କେନ୍ଦୁଝରରୁ ୮୩, ସୋନପୁରରୁ ୭୯, ନବରଙ୍ଗପୁରରୁ ୭୫, କୋରାପୁଟରୁ ୭୨, ଗଞ୍ଜାମରୁ ୬୧, ନୂଆପଡ଼ାରୁ ୬୦, ମାଲକାନଗିରିରୁ ୫୬, ସୁନ୍ଦରଗଡ଼ରୁ ୫୫, ନୟାଗଡ଼ରୁ ୫୪, ବୌଦ୍ଧରୁ ୪୯, ଗଜପତିରୁ ୩୯, କଳାହାଣ୍ଡିରୁ ୩୫, ଦେବଗଡ଼ରୁ ୨୧ ଓ ଷ୍ଟେଟ୍ ପୁଲରୁ ୧୬୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Advertisment
Advertisment
Advertisment