Advertisment

ଆଜି ରାଜଧାନୀରୁ ୪୮୦ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଲଗାତର ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟିନ୍‌ରୁ ୧୮୨ ଓ ଲୋକାଲ କେସ ୨୯୮ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ନେଇଛି। ଏହାଛଡ଼ା ଆଜି ୬୪୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under […]

ଆଜି ରାଜଧାନୀରୁ ୪୮୦ ନୂଆ ପଜିଟିଭ୍ ଚିହ୍ନଟ

bmc

Advertisment

ଭୁବନେଶ୍ୱର: ଭୁବନେଶ୍ୱରରେ ଲଗାତର ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟିନ୍‌ରୁ ୧୮୨ ଓ ଲୋକାଲ କେସ ୨୯୮ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ନେଇଛି। ଏହାଛଡ଼ା ଆଜି ୬୪୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Advertisment

https://twitter.com/bmcbbsr/status/1304766433637748743?s=20

ଆଜି ସହିଦ ନଗରରୁ ୧୩ ଓ ଏକ କେନ୍ଦ୍ରୀୟ ହସ୍ପିଟାଲରେ ୮ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ବରମୁଣ୍ଡା HB କଲୋନୀ ୭, ବିଜେବି ନଗରରୁ ୭, ନୟାପଲ୍ଲୀରୁ ୬ ଓ ତମାଣ୍ଡୋରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୫୮୪୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୬୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୮୨୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୯୪୬ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ