Advertisment

ଭୁବନେଶ୍ୱରରୁ ଆଉ ୪୮୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ। ସେଥିରୁ ୨୦୫ କ୍ୱାରେଣ୍ଟାଇନ୍‌ରୁ ଓ ୨୭୮ ଜଣ ଲୋକାଲ୍‌ କେସ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୩୫୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 6th Sep 2020(till 9am). Further […]

ଅଦ୍ୟତନ ହୋଇଛି
ଭୁବନେଶ୍ୱରରୁ ଆଉ ୪୮୩ ପଜିଟିଭ୍ ଚିହ୍ନଟ

bmc

Advertisment

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ। ସେଥିରୁ ୨୦୫ କ୍ୱାରେଣ୍ଟାଇନ୍‌ରୁ ଓ ୨୭୮ ଜଣ ଲୋକାଲ୍‌ କେସ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୩୫୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Advertisment

https://twitter.com/bmcbbsr/status/1302589982276681728?s=20

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୩୨୯୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୪୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୨୨୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୫୦୧୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

ସେହିପରି ୟୁନିଟ୍-୯ ଇଡକୋ କଲୋନୀରୁ ୭, ସହିଦ ନଗରରୁ ୮ କ୍ୱାରେଣ୍ଟିନ କେସ୍, ୟୁନିଟ୍-୯ରୁ ୧୪, ୟୁନିଟ୍-୯ ଇଡକୋ କଲୋନୀରୁ ୧୦ ଲୋକାଲ କେସ୍, ସହିଦ ନଗରରୁ ୧୧ ଲୋକାଲ କେସ୍ ମଧ୍ୟ ଚିହ୍ନଟ ହୋଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ