ଅଦ୍ୟତନ ହୋଇଛି
rain 11
Advertisment
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଏହି ଅଞ୍ଚଳରେ ସୃଷ୍ଟ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Advertisment
ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଞ୍ଜାମରେ ସ୍ୱଳ୍ପ ଧରଣର ବର୍ଷା ହୋଇପାରେ। କିଛି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ଆଶଙ୍କା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୪ରୁ ୫ ଦିନ ଧରି ଏଭଳି ସ୍ଥିତି ଲାଗି ରହିପାରେ।
/odishatv-khabar/media/post_attachments/wp-content/uploads/2020/09/Capture-333.jpg)
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rain-11_1625326818.jpg)