Advertisment

New Chief Secretary: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ , ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରିବ ।

author-image
OTV Bureau
anu garg

anu garg Photograph: (OTV)

ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରିବ । ୧୯୯୧ ବ୍ୟାଚର IAS ଅଫିସର ଅନୁ ଗର୍ଗ । ୨୦୨୯ ମାର୍ଚ୍ଚ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ରହିଛି । ଝାରସୁଗୁଡା, କଳାହାଣ୍ଡିରେ ସବକଲେକଟର ଭାବେ କାର୍ଯ୍ୟ କରିଥିଲେ  । ବରଗଡ ଓ ସମ୍ବଲପୁରରେ ଜିଲ୍ଲାପାଳ ଭାବେ ଦାୟିତ୍ବରେ ଥିଲେ । 

Advertisment

ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ 
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି
ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରିବ
୧୯୯୧ ବ୍ୟାଚର IAS ଅଫିସର ଅନୁ ଗର୍ଗ
୨୦୨୯ ମାର୍ଚ୍ଚ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ରହିଛି
ଝାରସୁଗୁଡା, କଳାହାଣ୍ଡିରେ ସବକଲେକଟର ଭାବେ କାର୍ଯ୍ୟ କରିଥିଲେ  
ବରଗଡ ଓ ସମ୍ବଲପୁରରେ ଜିଲ୍ଲାପାଳ ଭାବେ ଦାୟିତ୍ବରେ ଥିଲେ 

Advertisment
Related Articles
Advertisment