/odishatv-khabar/media/post_attachments/uploadimage/library/16_9/16_9_0/admission-1_1625441688.jpg)
admission 11
ଭୁବନେଶ୍ୱର: ଅଗଷ୍ଟ ୨୧ରୁ +୨ ଆଡ୍ମିଶନ୍ ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଏ ନେଇ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
Advertisment
ଅନ୍ଲାଇନ୍ରେ ଆଡ୍ମିଶନ୍ ପାଇଁ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ SAMS ସେଣ୍ଟର ଜରିଆରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ।
କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଡମିଶନ୍ ଆବେଦନ ଫି’ କମାଇଛନ୍ତି। ସାଧାରଣ ବର୍ଗ ଓ SC/ST ପିଲାଙ୍କ ପାଇଁ ୧୦୦ ଟଙ୍କା ଫି’ ହ୍ରାସ କରାଯାଇଛି।
Advertisment
ଚଳିତ ବର୍ଷ ସାଧାରଣ ବର୍ଗ ପିଲାଙ୍କ ପାଇଁ ଆବେଦନ ଫି’ ୨ଶହ ଟଙ୍କା ରହିଛି। ସେହିପରି SC/ST ପିଲାଙ୍କ ପାଇଁ ଆବେଦନ ଫି’ ୧୦୦ ଟଙ୍କା ରଖା ଯାଇଛି। ଏ ନେଇ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ସେପ୍ଟେମ୍ବର ୯ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।
ପଢ଼ନ୍ତୁ: ୧୫ କଲେଜରେ ରେଜଲ୍ଟ ଜିରୋ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)