/odishatv-khabar/media/post_attachments/uploadimage/library/16_9/16_9_0/mahila_1626698355.jpg)
mahila
ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରୀ ପୋଖରୀ ବ୍ଲକ ବିରୋଳି ଶାସନରେ ଗର୍ଭବତୀଙ୍କୁ ଆକ୍ରମଣ । ଆବାସ ଯୋଜନାରେ ମିଳିଥିବା ଘରକୁ ନେଇ ଏଭଳି ଆକ୍ରମଣ ହୋଇଥିବା ସୂଚନା ମିଳିଛି।
Advertisment
ମହିଳାଙ୍କୁ ଆକ୍ରମଣର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଘଟଣା ପଦାକୁ ଆସିଛି । ଏନେଇ ମହିଳା ଜଣକ ଭଣ୍ଡାରୀପୋଖରୀ ଥାନାରେ ଏତଲା ଦେଇଛନ୍ତି। ମାଡ଼ ଯୋଗୁ ଗର୍ଭବତୀଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ଯାଜପୁର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)