ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
୨୭ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ଆଜି ଓ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ଏକାଧିକ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବଲାଙ୍ଗିର ଛାତ୍ରୀ ହତ୍ୟା ମାମଲାର ପର୍ଦ୍ଦାଫାଶ୍ । ବ୍ରେକ୍ଅପ୍ ପାଇଁ ରାଗିଯାଇଥିଲା ପ୍ରେମିକ...ପ୍ରଥମେ ପ୍ରେମିକାଙ୍କ ମୁଣ୍ଡକୁ କାନ୍ଥରେ ବାଡେଇଲା, ପରେ ଧାରୁଆ ଅସ୍ତ୍ରରେ କାଟିଲା । ହେଲେ କଣ୍ଢେଇ ଧରାଇଦେଲା କିଲର କିଏ? ଦେଖନ୍ତୁ କଣ ଥିଲା ପୂରା ଘଟଣା।
ବର୍ତ୍ତମାନର ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଏହାର ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଦୁଇ ଦିନ ତଳେ ବଲାଙ୍ଗିର ନିଖିଲନଗର ଅଞ୍ଚଳରେ ରହୁଥିବା ଶେଷାଦ୍ରୀଙ୍କ ଘରକୁ ଯାଇଥିଲା ମିଳନ । ଉଭୟଙ୍କ ମଧ୍ୟରେ କିଛି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା ।
ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଛି ।
ବଲାଙ୍ଗିର ଜିଲ୍ଲା ଅଏଁଲାଚୁଆଁ ଗାଁର ରଜତ ପ୍ରଧାନ ମୃତ୍ୟୁ ଘଟଣା ନୂଆମୋଡ଼ ନେଇଛି। ରଜତଙ୍କ ମୃତ୍ୟୁ ଦୁର୍ଘଟଣା ଜନିତ ନୁହେଁ ବରଂ ଏହା ହତ୍ୟା ବୋଲି ଜଣାପଡ଼ିଛି।
ସ୍ୱାସ୍ଥ୍ୟକେନ୍ଦ୍ର ଭିତରେ ଅଜବ ଦୃଶ୍ୟ, ଡାକ୍ତରଙ୍କ ମୁଣ୍ଡରେ ହେଲମେଟ୍..
ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।
ଆବାସ ବଣ୍ଟାଗଲେ କାଳେ ବିଜେପି ମାଇଲେଜ୍ ନେଇଯିବ ଓ ଯୋଜନାରୁ ବଂଚିତ ହେଉଥିବା ଲୋକଙ୍କ ଭିତରେ ଅସନ୍ତୋଷ ବଢିବ, ସେହି ଆଶଙ୍କାରେ ରାଜ୍ୟ ସରକାର ମୋ ଘର ଯୋଜନା ଆରମ୍ଭ କରିଥିବା କୁହାଯାଉଛି। ତେଣୁ ଏବେ ପିଏମ୍ ଆବାସ ବନାମ୍ ମୋ ଘର ନେଇ ଚାଲିଛି ପ୍ରତିଯୋଗିତା।
ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏଥର ବର୍ଲିନ ଠାରେ ଅନୁଷ୍ଠିତ ସ୍ପେଶାଲ ଅଲିମ୍ପିକ ବିଶ୍ୱକ୍ରୀଡାରେ ଭାରତ ପାଇଁ ସର୍ଟପୁଟରେ ସିିଲଭର ମେଡାଲ ଆଣିଛନ୍ତି ବୈଷ୍ଣବ ରାଜପଲିଆ ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିବ।
ବଲାଙ୍ଗିର ମୁରିବାହାଲ ବ୍ଲକ ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ୧୫ ଦଫା ଦାବି ପୂରଣ ନେଇ ବ୍ଲକ ଘେରାଉ କରାଯାଇଛି ।
ବଲାଙ୍ଗିର ପୁଇଁତଳା ଥାନା ପଦମପୁର ଗାଁର ଘଟଣା । ଖେଳୁଥିବା ବେଳେ ଖୋଲା ଗଭୀର କୂଅରେ ଖସିପଡିଥିଲା ଶିଶୁ ।
ଇଏ ସେହି ସାଇନ୍ବୋର୍ଡ ଯାହାକି ରାସ୍ତା ଉପରେ ଲାଗିଥାଏ ଏବଂ ଏଥିରେ କେଉଁ ସ୍ଥାନକୁ କେତେ କିଲୋମଟର ଲେଖାଯାଇଥାଏ ।
ଆଉ ୨ରୁ ୩ ଦିନ ଭିତରେ ଓଡିଶାକୁ ମୌସୁମୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିବା ପରେ, ଆଶ୍ୱସ୍ତ ହୋଇଛନ୍ତି ଖରା ଓ ଗୁଳୁଗୁଳିରେ ସନ୍ତୁଳି ହେଉଥିବା ସାଧାରଣ ଜନଜୀବନ । ଖାସ୍ କରି ଚାଷୀଙ୍କ ମଧ୍ୟରେ ଖୁସିର ଲହରି ।
ସଇତାନ ସ୍ୱାମୀ। ନିଜ ହାତରେ ନିଜେ ସ୍ତ୍ରୀକୁ ହତ୍ୟା କଲା।
ରାସ୍ତାରେ ଛକିଥିଲା ଯମ । ପରିବାର ସହ କାର୍ରେ ଯାଉଥିବା ବେଳେ ସରିଗଲା ତେଲ । ରାସ୍ତା କଡ଼ରେ ଛିଡା ହୋଇ ଫୋନ୍ରେ କଥା ହେଉଥିବା ବେଳେ ଚଢିଗଲା ଆମ୍ବୁଲାନ୍ସ...ଚାହୁଁଚାହୁଁ ଚାଲିଗଲା ଜୀବନ
ସାଂଘାତିକ କଥା ହେଲା ଏହି ଗୋଟିଏ ଘଟଣା ନୁହେଁ, NHରେ ଟ୍ରକ ଛିଡା ହେବା ଯୋଗୁଁ ଘଟୁଛି ନିତି ଦୁର୍ଘଟଣା । ଟିକେ ଦେଖନ୍ତୁ ଏ ଚିତ୍ରକୁ । ବଲାଙ୍ଗୀରକୁ ସବୁ ଏଣ୍ଟ୍ରି ପଏଣ୍ଟରେ ଜାତୀୟ ରାଜପଥରେ ଠିଆ ହୋଇ ରହିଛି ଟ୍ରକ ।
ପ୍ରେମ କରି ବନ୍ଧା ହେଲେ ଯୁବକ । ନାବାଳିକା ପ୍ରେମିକାକୁ ଉଦ୍ଧାର କରିବା ସହିତ ଉମାଶଙ୍କରକୁ ଗିରଫ କରିଛି ପୋଲିସ୍ ।
ଦୁର୍ଘଟଣାରେ ଆହତ ଅନ୍ୟ ଦୁଇ ଜଣଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଆସନ୍ତା ୨ ଦିନ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ଣ ପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍ ୱେଭ୍ ସତର୍କତା ଜାରି କରିଛି। ଆଜି ପାଇଁ ୧୨ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।