• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Balangir

youth attacks 2 over extortion money
ଦାଦାବଟି ନଦେବାରୁ ୨ ଛାତ୍ରଙ୍କ ତଣ୍ଟି କାଟିଲା ଅଣଛାତ୍ର

ଜଣେ ଛାତ୍ରଙ୍କୁ ବ୍ଲେଡରେ ଆକ୍ରମଣ କରିଥିଲା ଅଣଛାତ୍ର।

Son of former MP Balgopal Mishra reportedly dies after being hit by train
ଆଖି ପିଛୁଳାକେ ଚାଲିଗଲା ଜୀବନ, ଟ୍ରେନ୍‌ ଧକ୍କାରେ ପୂର୍ବତନ ସାଂସଦଙ୍କ ପୁଅ ମୃତ...

ଟ୍ରେନ ଧକ୍କାରେ ପୂର୍ବତନ ବଲାଙ୍ଗିର ସାଂସଦ ବାଲ୍‌ଗୋପାଳ ମିଶ୍ରଙ୍କ ପୁଅ ଅବିନାଶ ମିଶ୍ରଙ୍କ ମୃତ୍ୟୁ ଘଟିଛି। ଟ୍ରେନ୍‌ ଧକ୍କା ଦେବା ଯୋଗୁ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଛି।

PMAY Scam
ଯୋଗ୍ୟଙ୍କୁ ମିଳୁନି ଆବାସ ! ସରପଞ୍ଚଙ୍କ ଗ୍ରାମସଭା ବର୍ଜନ, ଆଲୋଚନା ପରେ କଟିଲା ଅଯୋଗ୍ୟଙ୍କ ନାଁ

ଆବାସ୍ ଲିଷ୍ଟ ତ୍ରୁଟିକୁ ନେଇ ରାଜ୍ୟବ୍ୟାପୀ ଗ୍ରାମସଭାରେ ଝଡ଼ । ସାରା ବଲାଙ୍ଗିର ଜିଲ୍ଲାରେ ବର୍ଜନ ହେଲା ଗ୍ରାମସଭା  ।

Dhana Mandi
ମଣ୍ଡିରୁ ଉଠୁନି ଧାନ, ସରିବାକୁ ବସିଲାଣି ସମୟ... କ’ଣ କରିବେ ଚାଷୀ..?

ଅସନ୍ତୁଷ୍ଟ ଚାଷୀ, ବୀରମହାରାଜପୁର-ଆମରପାଲି ରାସ୍ତାର ପଥରଘାଟ ଛକରେ ଧାନବସ୍ତା ରଖି ଦୀର୍ଘ ସମୟ ରାସ୍ତା ଅବରୋଧ କରିଥିଲେ ।

Humane sagar
ହ୍ୟୁମାନଙ୍କ ଘରେ ଧର୍ମକୁ ନେଇ ଦାମ୍ପତ୍ୟ କଳି, ନା ଦାମ୍ପତ୍ୟ କଳିରେ ପଶିଛି ଧର୍ମ ? 

ଜଗନ୍ନାଥଙ୍କୁ ଘରେ ରଖି ପୂଜା କରୁଥିବାର ଦେଖାଇଲେ ଦୃଶ୍ୟ । ଧର୍ମାନ୍ତରୀକରଣ ଅଭିଯୋଗକୁ ଖଣ୍ଡନ କଲେ ହ୍ୟୁମାନଙ୍କ ମାଆ ।

Balangir Politics
ବଲାଙ୍ଗିରରେ ବଢୁଛି ନେତା-ପ୍ରଶାସକ କଳି ! PD-DRADAଙ୍କ ଉପରେ ବର୍ଷିଲେ ସାଂସଦ ସଂଗୀତା

ପୂର୍ବରୁ ସାଲୁଜା-ଜିଲ୍ଲାପାଳ, କେଭି-ବିଡିଓ ତୁତୁ ମେମେ ହୋଇଥିଲେ । ଏହା ଲୋକ ପ୍ରତିନିଧିଙ୍କୁ ଆବଶ୍ୟକ ଗୁରୁତ୍ୱ ଦିଆନଯିବାର ଫଳ ବୋଲି କହିଲେ ପୂର୍ବତନ ପ୍ରଶାସକ ।

Bolangir
ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ଜିଲ୍ଲାପାଳ ଚଞ୍ଚଳ ରାଣା ମୁହାଁମୁହିଁ

ଫଣ୍ଡ୍ କାଟିବା ଅଭିଯୋଗ କରି ସାଲୁଜା ପାଟିତୁଣ୍ଡ କରିଛନ୍ତି ।

Cold Wave
ପାରଦ ଖସୁଛି, ଆଗକୁ ୧୩ ଜିଲ୍ଲାରେ କଲବଲ କରିବ କୁହୁଡ଼ି !

ଆସନ୍ତା ୨ରୁ ୩ ଦିନ ଯାଏ ପାଗ ଶୁଖିଲା ରହିବା ସହ ପାଣିପାଗରେ ପରିବର୍ତ୍ତନ ନଥିବା କହିଛି ପାଣିପାଗ କେନ୍ଦ୍ର ।

Crime
ଯିଏ ଦିନେ ହାତ ଧରି କାମ ଶିଖାଇଥିଲେ, ତାଙ୍କୁ ଦେଲେ ଏମିତି ଗୁରୁଦକ୍ଷିଣା...

କ’ଣ ପାଇଁ ଓ କେମିତି ହତ୍ୟା କରିଥିଲା ପୁରୁଷୋତ୍ତମ, ତାହା ଟିକିନିଖି କରି କହିଲା ।

BJP
ବିଜେପି ଫୋକସ୍‌ରେ MP ସିଟ୍, ସର୍ଭେ କହୁଛି ଜିତିଥିବା ୪ ଆସନରେ ଦଳ ଦୁର୍ବଳ

୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।

Crime
ପ୍ରେମିକା ଘର ସମ୍ମୁଖରେ ପ୍ରେମିକର ଶବ, ହତ୍ୟା ନା ଆତ୍ମହତ୍ୟା..?

ନୂଆବର୍ଷରେ ପ୍ରେମିକ ଗାନ୍ଧି ନିଜ ପ୍ରେମିକାକୁ ଭେଟିବାକୁ ଆସିଥିଲେ । କିନ୍ତୁ ସଂନ୍ଧ୍ୟାରେ ପ୍ରେମିକାର ଘର ସମ୍ମୁଖରେ ଗାନ୍ଧିର ଶବ ପଡିଥିବା ଦେଖାଯାଇଥିଲା । 

A tailor Allegedly Murder In Bolangir For Rs 6,000
ବର୍ଷର ଶେଷ ଦିନରେ ବୋହିଲା ରକ୍ତ ନଦୀ, ଟେଲରଙ୍କ ତଣ୍ଟି କାଟି ନାଳରେ ଫିଙ୍ଗିଦେଲେ !

ଜଣେ ଟେଲରଙ୍କ ତଣ୍ଟି କାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବର୍ଷର ଶେଷ ଦିନରେ ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ଅନ୍ତର୍ଗତ ତଅଁଳା ଗାଁରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। 

tragic story
ରାତି ଅନ୍ଧାରରେ ଗାଁ ଦାଣ୍ଡରେ ଡେଙ୍ଗୁରା ବାଜୁଛି ! ରାଉତ ପରିବାରକୁ ନିଆଁ ପାଣି ବାସନ୍ଦ

ଆକ୍ରମଣ ଡରରେ ଥାନାକୁ ଗଲେନି ପୀଡ଼ିତ ପରିବାର, ପୁରା ଘଟଣାର ତଦନ୍ତ ଆଦେଶ ଦେଲେ ବଲାଙ୍ଗିର ଜିଲ୍ଲାପାଳ

Govinda Sahu
ଗୋବିନ୍ଦ ସାହୁ ମୃତ୍ୟୁ ମାମଲା: ଏବେ ବି ଖିଅ ଖୋଜୁଛି ତଦନ୍ତକାରୀ ସଂସ୍ଥା

୨୦ ତାରିଖରେ ଗୋବିନ୍ଦର ମୃତ୍ୟୁ ପରେ ୨୧ ତାରିଖରୁ କ୍ରାଇମବ୍ରାଞ୍ଚ ଟିମ୍ କଣ୍ଟାବାଞ୍ଜିରେ ଡେରା ପକାଇଛି ।

special story
ରକ୍ତ ସଂଗ୍ରହ ଗାଡ଼ିରେ ପିକ୍‌ନିକ୍‌ : ଭିଡିଓ ଭାଇରାଲ୍ ହେବା ପରେ ଅଡୁଆରେ କର୍ମଚାରୀ

ରକ୍ତ ସଂଗ୍ରହ ପାଇଁ ବ୍ୟବହାର କରାଯାଉଥିବା ଭ୍ରାମ୍ୟମାଣ ଗାଡିକୁ ପିକନିକ ଯିବା ପାଇଁ ବ୍ୟବହାର କରିଛନ୍ତି ।

Gobinda
ଗୋବିନ୍ଦଙ୍କ ଆଇନଜୀବୀ ଦେଲେ ବିସ୍ଫୋରକ ବୟାନ: ଆତ୍ମହତ୍ୟା ପରେ ବି ବଞ୍ଚିଥିଲେ !!

ଘଟଣା ଦିନ କୋର୍ଟରେ ଥିବାବେଳେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ସଂପର୍କରେ ମୁଁ ଖବର ପାଇଥିଲି। ତୁରନ୍ତ ମୁଁ ଜେଲ୍‌ରେ ପହଞ୍ଚିଥିଲି। ସେତେବେଳେ ତାଙ୍କୁ ହସ୍ପିଟାଲ୍ ନେବା ପାଇଁ ବ୍ୟବସ୍ଥା ହେଉଥିଲା। ସେତେବେଳକୁ ତାଙ୍କର ନିଃଶ୍ୱାସ ପ୍ରଶ୍ୱାସ ଚାଲିଥିଲା। ତେବେ ଯେଉଁ ପରିବେଶ ଓ ପରିସ୍ଥିତିରେ ଏହି ଘଟଣା ଘଟିଛି, ତାହା ଆତ୍ମହତ୍ୟା ବୋଲି ଆଦୌ ବିଶ୍ୱାସ ହେଉ ନାହିଁ..

Gobinda Sahu death case
କେମିତି ହେଲା ଗୋବିନ୍ଦଙ୍କ ମୃତ୍ୟୁ ? ତଦନ୍ତ କରିବେ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ

ବେକର ଚିହ୍ନକୁ ନେଇ ଆଶଙ୍କା ଭିତରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ।

Mystery shrouds Gobinda Sahu's death, suspense over towel and rope
ଜେଲ୍‌ରୁ ହସ୍ପିଟାଲ୍ ଯିବା ବେଳକୁ ବଞ୍ଚିଥିଲା ଗୋବିନ୍ଦ !

ଗୋବିନ୍ଦ ମୃତ୍ୟୁ ମାମଲାରେ ଆଉ ଏକ ବଡ଼ ସୂଚନା ମିଳିଛି। ଜେଲ୍‌ରୁ ହସ୍ପିଟାଲ୍ ଯିବା ବେଳକୁ ବଞ୍ଚିଥିଲା ଗୋବିନ୍ଦ। ଓଟିଭିକୁ ଗୋବିନ୍ଦର ଓକିଲ ଦୁର୍ଗାମୋହନ ପାଢ଼ୀ ଏହି ସୂଚନା ଦେଇଛନ୍ତି।

Govinda Sahu
କ୍ରାଇମବ୍ରାଞ୍ଚ ତଦନ୍ତକୁ ଭରସା ନାହିଁ ! ବିଜେପି କହୁଛି CBI, କଂଗ୍ରେସ କହୁଛି SIT କରୁ ତଦନ୍ତ

ବିଜେପିର ସିବିଆଇ ଓ କଂଗ୍ରେସର ଏସଆଟି ତଦନ୍ତ ଦାବି । ରାଜ୍ୟ ସରକାର ଆଇନ୍ ସହ ସାଲିସ୍ କରନ୍ତିନି କହିଲା ବିଜେଡି ।

Govinda Sahu
ବଢ଼ୁଛି ସନ୍ଦେହ ! କଣ୍ଟାବାଞ୍ଜିରେ ଆତ୍ମହତ୍ୟା, ବଲାଙ୍ଗିରରେ ବ୍ୟବଚ୍ଛେଦ; ୩୬ ଘଣ୍ଟା ପରେ ମୃତଦେହ ହସ୍ତାନ୍ତର

ଫାଶି ହୋଇଥିଲେ ଭଲ ହୋଇଥାନ୍ତା କହିଲେ ମମିତାଙ୍କ ବାପା-ମା । ମମିତାଙ୍କ ଡିଏନ୍ଏ ରିପୋର୍ଟରେ ଅସଂଗତିକୁ ନେଇ ଦ୍ୱନ୍ଦ୍ୱ ।

Govind Sahu
ଗୋବିନ୍ଦ ସାହୁ ମୃତ୍ୟୁ ପରେ ବଢ଼ୁଛି ସସ୍‌ପେନ୍ସ ! ବ୍ୟବଚ୍ଛେଦ ପ୍ରକ୍ରିୟାକୁ ନେଇ ସନ୍ଦେହ କଲେ ଓକିଲ

ପଞ୍ଚାନାମା ପାଇଁ ବୁର୍ଲାରୁ PMT ଡାକ୍ତର ଡକାଇବା କ’ଣ ଆବଶ୍ୟକ ଥିଲା ? ଏଭଳି ନାନା ପ୍ରଶ୍ନ କରିଛନ୍ତି ଗୋବିନ୍ଦଙ୍କ ଓକିଲ । 

Gobinda Sahu death : Envelope found in deceased’s pocket deepens mystery
ମୃତ ଗୋବିନ୍ଦଙ୍କ ପକେଟ୍‌ରୁ ମିଳିଲା ଏନ୍‌ଭଲପ୍‌, ବଢ଼ିଲା ସସ୍‌ପେନ୍ସ...

ଜେଲ୍ ଭିତରେ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁକୁ ନେଇ ସସ୍‌ପେନ୍ସ ବଢ଼ିଛି। ଗୋବିନ୍ଦଙ୍କ ମୃତଦେହ ପୋଷ୍ଟମର୍ଟମ ଯିବା ପୂର୍ବରୁ ତାଙ୍କ ପକେଟ୍‌ରୁ ଏକ ମାଟିଆ ରଙ୍ଗର ଲଫାପା ମିଳିଛି।

Govinda Sahu
ଗୋବିନ୍ଦ ସାହୁ ମୃତ୍ୟ ମାମଲା, ପତ୍ନୀ କହିଲେ ଆତ୍ମହତ୍ୟା ନୁହେଁ ପ୍ରି-ପ୍ଲାନ୍‌ଡ ମର୍ଡର

ତାସହ ସ୍ୱାମୀ ଗୋବିନ୍ଦଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବା ନେଇ କଳାହାଣ୍ଡିର କେ.ଗାଁ ଥାନାରେ ଲିଖିତ ଅଭିଯୋଗ କରିବା ସହ ନ୍ୟାୟ ମାଗିଛନ୍ତି ସୁଷମା ।