ପୁଣି ଚର୍ଚ୍ଚାରେ ବଲାଙ୍ଗିରର ପେପର ବୟ ଚୁମନ୍ ରାଓ। ସହାୟତା ଦେବା ପାଇଁ ପହଞ୍ଚିଲେ ବଲାଙ୍ଗିର ବିଧାୟକ..ପାଠ ପଢିବାରେ ଚୁମନକୁ ମିଳିବ ଅନେକ ପ୍ରକାର ସହାୟତା
ଇଶ୍ୱରଙ୍କୁ ନେଇ ଏମାନେ ଏତେ ଭାବପ୍ରବଣ ହୋଇଥାନ୍ତି ଯେ, ସଂସାରରେ କଣ ଚାଲିଛି ସତେ ଯେମିତି ଏମାନଙ୍କୁ ଜଣାନାହିଁ ।
ସ୍କୁଲ ପରିଚାଳନା ବୈଠକରେ ଶିକ୍ଷକ-ସଦସ୍ୟଙ୍କ ମଧ୍ୟରେ ତୁ ତୁ ମେଁ ମେଁ। ଗାଁରେ ବସିଲା ବୈଠକ, ଶିକ୍ଷକଙ୍କୁ କରିଦେଲେ ସାମାଜିକ ବାସନ୍ଦ। ନିଆଁପାଣି ସହ କଥାବାର୍ତ୍ତା ବନ୍ଦ କରିଦେଲେ ଗାଁ ଲୋକେ। ଯଦି କିଏ କଥାବାର୍ତ୍ତା କଲା ସିଏ ଦେବ ୧୦ ହଜାର ଫାଇନ୍...
ରେଳ ଧାରଣାରୁ ମିଳିଲା ଯୁବତୀଙ୍କ କଟା ମୁଣ୍ଡ। କେଉଁ ପରିସ୍ଥିତିରେ ଯୁବତୀଙ୍କ ମୃତ୍ୟୁ ଘଟିଲା ତାହା ଜଣାପଡ଼ିନି। ଏହା ଆତ୍ମହତ୍ୟା ନା ହତ୍ୟା କରାଯାଇ ଆତ୍ମହତ୍ୟାର ରୂପ ଦିଆଯାଇଛି ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ।
ଦାଦନ ଦୁଃଖ ପରେ ଏବେ ମୁହଁରେ ଫୁଟିଛି ହସ । ଅନ୍ୟ ଦିବ୍ୟାଙ୍ଗଙ୍କ ଲାଗି ପ୍ରେରଣା ସାଜିଛି ପାୟଲ ।
ସ୍ୱାମୀ ଶୋଇଥିବା ବେଳେ ଅଧରାତିରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡ ପରେ ସ୍ତ୍ରୀ ଫେରାର ଅଛି।
ଗତ ବର୍ଷ ବଲାଙ୍ଗିର ଜିଲ୍ଲାରେ ବ୍ୟାପକ ମରୁଡି ହୋଇଥିଲା । ସେ ସମୟରେ ଜିଲ୍ଳାର ହଜାର ହଜାର ଚାଷୀ ଲକ୍ଷ ଲକ୍ଷ ଟଙ୍କା ଡିପୋଜିଟ କରି ପ୍ରଧାନମନ୍ତ୍ରୀ ଫସଳ ବୀମା କରିଥିଲେ । କିନ୍ତୁ ଏ ପର୍ଯ୍ୟନ୍ତ ଜିଲ୍ଳାର ୧୦୪ ଟି ପଂଚାୟତର ଚାଷୀଙ୍କୁ କୃଷି ବୀମା ଟଙ୍କା ମିଳିନାହିଁ ।
ଯବାନଙ୍କୁ ପାଛୋଟି ନେବା ପାଇଁ ପୂରା ଦମ୍ରେ ଲାଗିପଡିଥିଲେ ଗାଁର ପିଲାଠୁ ବୁଢ଼ା ।
ବୁଲା କୁକୁର ଆତଙ୍କ । କୁକୁର କାମୁଡାରେ ଚାଲିଗଲା ନାବାଳିକାର ଜୀବନ । ଏପରି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ବାଲିପଟା ଗାଁରେ ।
ପାଂଚ ଜଣ ଜଳ ସତ୍ୟାଗ୍ରହ କରୁଥିବା ବେଳେ ଆଲୋକ ବୁଡେକ ନାମକ ଜଣେ ଆନ୍ଦୋଳନକାରୀଙ୍କ ଅବସ୍ଥା ଗୁରୁତର ହୋଇଛି ।
କୋହ ଭରା କଣ୍ଠରେ କାନ୍ଦି କାନ୍ଦି ଜିଲ୍ଲାପାଳଙ୍କୁ ଗୁହାରି କରୁଛନ୍ତି ମହିଳା । ସବୁ କଥା ଶୁଣିବା ପରେ ଜିଲ୍ଲାପାଳ କହିଛନ୍ତି, ‘ମାଉସୀ ଆପଣ ବ୍ୟସ୍ତ ହୁଅନ୍ତୁ ନାହିଁ ।’
ସଇଁତଳା ଥାନାରେ ପୀଡ଼ିତ ଛାତ୍ରଙ୍କ ଅଭିଯୋଗ ପରେ ପୋଲିସର ଛାନ୍ଭିନ୍ । ଘଟଣାର ତଦନ୍ତ ପାଇଁ କମିଟି ଗଠନ କରାଯାଇଛି କହିଲେ କଲେଜ ଅଧ୍ୟକ୍ଷ ।
ଗୋଟିଏ ପରିବାରର ୪ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ବୁଧବାର ଦିନ ଛତିଶଗଡ଼ ଦୁର୍ଗ ଜିଲ୍ଲାର ଟଣ୍ଡନବାଡ଼ି ଗାଁରେ ଏଭଳି ଛାତି ଥରାଇଲା ଭଳି ଘଟଣା ଘଟିଛି।
ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିକଟରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପୌରସଂସ୍ଥାର ଜଣେ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର ହୋଇଛି। କିଏ ଓ କାହିଁକି ତାଙ୍କୁ ହତ୍ୟା କଲା ତାହା ଜଣାପଡ଼ିନି।
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଲଜ୍ରେ ଚଢ଼ାଉ କରିଥିବା ସ୍କ୍ୱାଡ୍ର ସବୁ ସଦସ୍ୟଙ୍କୁ ଏସ୍ପି ବ୍ୟକ୍ତିଗତ ଭାବେ ଡାକି ପଚରାଉଚରା କରିଛନ୍ତି। ଇଟାଭାଟି ମାଲିକଙ୍କଠାରୁ ଅଧିକ ଟଙ୍କା ଜବତ କରାଯାଇଥିଲେ ମଧ୍ୟ SDPO କାରସାଦି କରି ଅଧା ଟଙ୍କା ଲୁଚାଇ ଦେଇଥିବା ନେଇ ଖବର ପ୍ରସାରଣ ହୋଇଥିଲା।
ତେବେ କାହିଁକି ଏଭଳି ଜାଲିଆତି ? ନାନା ପ୍ରଶ୍ନ ଭିତରେ ବଲାଙ୍ଗିର ଏସ୍ପିଙ୍କ ସ୍କାନର୍ରେ କଣ୍ଟାବାଞ୍ଜି ଏସ୍ଡ଼ିପିଓ ।
ଜବତ ଟଙ୍କାଠାରୁ ଆହୁରି ଅଧିକ ଅର୍ଥାତ୍ ୧୩ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି। ତେବେ ଗଣତିରେ ଅନିୟମିତତା ହୋଇଥିବା ବଲାଙ୍ଗିର ଏସ୍ପି ସ୍ପଷ୍ଟ କରିଛନ୍ତି।
ପ୍ରେମିକକୁ ଖୋଜି ଖୋଜି ଏବେ ବଲାଙ୍ଗିର ସହର ଭିତରେ ଘୁରି ବୁଲୁଛନ୍ତି ପ୍ରେମିକା। ଏହି ସମୟରେ ବଲାଙ୍ଗିର ରେଲ୍ୱେ ଷ୍ଟେସନରେ ହାଇଡ୍ରାମା ଦେଖିବାକୁ ମିଳିଥିଲା।
ଚଢାଉ ବେଳେ ଲଜ୍ରୁ ୮୦ ଲକ୍ଷ ଟଙ୍କା ଜବତ ହୋଇଛି। ଏହି ଘଟଣାରେ ପୋଲିସ୍ ବାହାର ରାଜ୍ୟର ୭ ଜଣ ବ୍ୟକ୍ତିଙ୍କୁ ଅଟକ ରଖିଛି।
କାଳ ହେଲା ସେୟାର ମାର୍କେଟ୍ରେ ଟଙ୍କା ଦୁଇଗୁଣାର ମୋହ । ୨୦ ଲକ୍ଷ ହରାଇ ଜୀବନ ହାରିଲେ ବଲାଙ୍ଗିରର ବିନୋଦ ଯାଦବ ।
ସ୍ୱାମୀର ଆଖି ସାମ୍ନାରେ ସ୍ତ୍ରୀର ଜୀବନ ଚାଲି ଯାଇଛି। ସ୍ୱାମୀ,ସ୍ତ୍ରୀ କାର୍ରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗାଡ଼ିଟି ରାସ୍ତାକଡ଼ରେ ଥିବା ପୋଖରୀ ଭିତରକୁ ପଶି ଯାଇଥିଲା।
ଖେଳୁ ଖେଳୁ କିଏ ଜାଣିଥିଲା କି ଚାଲିଯିବ କୁନି ଝିଅର ଜୀବନ...
ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କୋଶଳ ସେନା ଓ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।