ସବୁବେଳେ ପୋଲିସକୁ ନେଇ ନାନା ରକମର ଚର୍ଚ୍ଚା ହୋଇଥାଏ। ଆଇନ ଶୃଙ୍ଖଳାଠୁ ରାହାଜାନୀ ପର୍ଯ୍ୟନ୍ତ ସବୁଥିରେ ପୋଲିସକୁ ଦାୟୀ କରାଯାଏ। କିନ୍ତୁ ଏଥର ସାବାସୀ ସାଉଁଟିଛି ପୋଲିସ। ନିଜର ମହାନତା ପାଇଁ ଏବେ ସମସ୍ତଙ୍କ ମୁହଁରେ ଖାକି ବର୍ଦ୍ଦିର ପ୍ରଶଂସା।
ମୃତ୍ୟୁ ନା ସେ ଜାଣିଛି ମମତାର ବନ୍ଧନକୁ, ନା ସେ ବୁଝିଛି ମାତୃତ୍ୱର ଆବେଗକୁ । କଅଁଳ ବୟସରେ ମମତାର ପଣତକାନି ଛିଡ଼ାଇ ଦେଇଛି କାଳ । ୫ବର୍ଷର ଅବୋଧ ଶିଶୁକନ୍ୟାଟି ଆଜି ହୋଇଯାଇଛି ଅନାଥ । ତଥାପି ଭାବୁଛି ତା ମାଆ ଶୋଇଛି ।
ତିନି ଦିନ ପୂର୍ବେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ କିନ୍ତୁ କୁନି ଝିଅଟିକୁ ଏସମ୍ପର୍କରେ କିଛିବି ଜଣାନାହିଁ। ମା’ ଶୋଇଛି ଭାବି କୁନି ଝିଅଟି ବି ମା’ ’ପାଖରେ ଖାଉଥିଲେ, ଶୋଉଥିଲେ।
ଚୁକ୍ତି ଅନୁଯାୟୀ, ଦଶପଲ୍ଲାରୁ ବଲାଙ୍ଗିର ପର୍ଯ୍ୟନ୍ତ ୧୧୨ କିଲୋମିଟରକୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ୫୦ ପ୍ରତିଶତ ଖର୍ଚ୍ଚ ବହନ କରିବା ସହିତ, ଜମି ମାଗଣାରେ ଦେବେ ରାଜ୍ୟ ସରକାର । ଏବେ ପ୍ରକଳ୍ପର ଏଷ୍ଟିମେଟ ବଢି ୩ ହଜାର ୭୯୧ କୋଟି ୬୭ ଲକ୍ଷରେ ପହଞ୍ଚିଲାଣି ।
ବଲାଙ୍ଗିରରୁ ବାଲେଶ୍ୱର । ବାରିପଦାରୁ ବ୍ରହ୍ମପୁର । ରାଉରକେଲା, କଟକ, ଆଉ ରାଜଧାନୀ ଭୁବନେଶ୍ୱର । ଶୀତୁଆ ରାତିରେ ସବୁଠି ପ୍ରାୟ ଏକା ଦୃଶ୍ୟ, ଏକା ଦୁର୍ଦ୍ଦଶା ।
ପୋଲିସ ସହ କିଛି ସମାଜସେବୀ ସାମିଲ ହୋଇ ନିକଟସ୍ଥ ଶ୍ମଶାନରେ ଶବଦାହ କରିଛନ୍ତି । ବୃଦ୍ଧ ଜଣକ କଣ୍ଟାବାଞ୍ଜି ସହରରେ ଭିକ ମାଗି ଚଳୁଥିଲେ । ଗତ ୧୬ ତାରିଖରେ ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
ବଲାଙ୍ଗିର ହତ୍ୟାକାଣ୍ଡର ମାଷ୍ଚରମାଇଣ୍ଡ କିଏ? କାହିଁକି ଘଟିଲା ଏମିତି ଜଘଣ୍ୟକାଣ୍ଡ?
ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ, ପୂର୍ବତଟ ରେଲେଓ୍ୱକୁ ଏକ ଚିଠି ଲେଖିଛନ୍ତି । ରେଳ ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ଭିତରେ ଚୁକ୍ତି ଅନୁଯାୟୀ ରାଜ୍ୟ ସରକାର ୪୮୩ କୋଟି ଟଙ୍କା ଯୋଗାଇ ଦେଇଛନ୍ତି ।
ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ଅଂଚଳରେ । ମହାଦେବପାଲି ଗାଁର ଭାଗବତ ବେହେରାଙ୍କ ନାଁରେ ଏଭଳି ସାଂଘାତିକ ଅଭିଯୋଗ ଆସିଛି ।
ବଲାଙ୍ଗୀର ଜିଲ୍ଲାର ନାରାୟଣଟିକ୍ରା ଠାରେ ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ କରିଛନ୍ତି କଂଗ୍ରେସ କର୍ମୀ ।
ବିରୋଧୀ ଅଭିଯୋଗ କରିଥିଲେ ଯେ, ଚାପରେ ଆସି ସୁଚନ୍ଦ୍ର ବୟାନ ବଦଳାଉଛନ୍ତି । ହେଲେ ୧୬୪ରେ ବୟାନ୍ ରେକର୍ଡ କରାଗଲା ପରେ ସମସ୍ତଙ୍କ ମୁହଁ ବନ୍ଦ । ସମସ୍ତଙ୍କ ମନରେ ଏବେ ଗୋଟିଏ ପ୍ରଶ୍ନ, ବାରମ୍ବାର ବୟାନ ବଦଳାଉଥିବା ସୁଚନ୍ଦ୍ର ପୋଲିସ ଆଗରେ କ’ଣ କହିଛନ୍ତି ? ତେବେ ତା ଠାରୁ ଆହୁରି ବଡ କଥା ହେଉଛି, ପୋଲିସ୍ ଆଜି ପର୍ଯ୍ୟନ୍ତ ଚୁପ୍ ଥିଲା କାହିଁକି ? ୧୬୪ରେ ବୟାନ୍ ରେକର୍ଡ ଆଗରୁ କାହିଁକି କରୁନଥିଲା ?
୨ ସାଙ୍ଗ ମିଶି ଅନ୍ୟ ଜଣେ ସାଙ୍ଗଙ୍କୁ ହତ୍ୟା କରିବା ପରେ ପେଟ୍ରୋଲ ଢାଳି ଜାଳିବା ସହ ଲାଇଭ୍ ଭିଡିଓ ମଧ୍ୟ କରିଥିଲେ। ହତ୍ୟାର ଛାତିଥରା ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି।
ପିକ୍ନିକ୍ ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାଇକ୍ ଦୁର୍ଘଟଣାରେ ଆଉ ଜଣଙ୍କ ଜୀବନ ଚାଲି ଯାଇଛି। ବଲାଙ୍ଗିରରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଏବେ ବି ଉପାନ୍ତ ଅଞ୍ଚଳରେ ହେଉ କି ସହରଠାରୁ ମାତ୍ର କେଇ କିଲୋମିଟର ଦୂରରେ ଥିବା ଗାଁ ଗହଳିରେ ସ୍ୱାସ୍ଥ୍ୟ ସେବା ପହଞ୍ଚି ପାରିନି । ଲୋକେ ଆମ୍ବୁଲାନ୍ସ ସେବା କ’ଣ ଜାଣି ନାହାନ୍ତି । ଅନେକ ଗାଁକୁ ଏବେ ପକ୍କା ରାସ୍ତାଟିଏ ନାହିଁ । ବିଦ୍ୟୁତ ଆଲୋକ ଅନେକଙ୍କ ପାଇଁ ଏବେ ବି ସାତସପନ ।
କେହି କିଛି ଭାବିବା ଆଗରୁ ହଠାତ ଲିଭିଯାଏ ଜୀବନ ଦୀପ । ଆପଣାର ଲୋକଙ୍କୁ ଆଖି ସାମ୍ନାରେ ହାତ ଧରି ଡାକି ନେଇଯାଏ କାଳ ଯମ ।
ବବଲୁ ଭିନ୍ନକ୍ଷମ ହେଲେ ସୁଦ୍ଧା ଅନ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି । କେବେ ସାହାଯ୍ୟ ଆଶା କରିନାହାନ୍ତି, ବରଂ ଲୋକଙ୍କୁ ସାହାଯ୍ୟ କରୁଛନ୍ତି ।
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବିଧାନସଭାରେ ପ୍ରବେଶ ଉପରେ କଟକଣା ଲାଗୁ କରିବା ପାଇଁ କଂଗ୍ରେସର ଦାବି
ବଡ଼ ପ୍ରଶ୍ନ ହେଲା, ଏହି ଯୌନ କେଳେଙ୍କାରୀରେ ଗୋବିନ୍ଦ ସାହୁ ସହ ଆଉ କେଉଁମାନେ ସାମିଲ ଥିଲେ? କିଏ କିଏ ନିର୍ଯାତନାର ଶିକାର ହୋଇଛନ୍ତି?
ଯେତେ ଖୋଳିଲେ ସେତେ ବାହାରୁଛି। ମମିତା ମେହେର ହତ୍ୟା ଘଟଣାରେ ପ୍ରତ୍ୟେକ ଦିନ କିଛି ନା କିଛି ଘଟଣା ତଥ୍ୟ ସାମ୍ନାକୁ ଆସୁଛି
ବଲାଙ୍ଗିରବାସୀ ଆଉ ନିଜକ ସୁରକ୍ଷିତ ମଣୁନାହାନ୍ତି। କାରଣ ଏଠି କଥା କଥାକେ ମାରପିଟ୍ ହେଉଛି ତ ଗୋଷ୍ଠୀ କନ୍ଦଳ ବି ବଢୁଛି
ଫିଲ୍ମ ଷ୍ଟାଇଲରେ ଗୁଣ୍ଡାରାଜ୍। ପୁଅକୁ ଅପହରଣ କରିବାକୁ ଆସିଥିଲେ। ହେଲେ ପୁଅକୁ ନପାଇ ବାପାକୁ ଅପହରଣ କରି ନେଇଥିବା ଅଭିଯୋଗ।
ଚାଷ ଜମିରେ ଏକ୍ସପର୍ଟ ଟିମ ଅଛନ୍ତି । କୃଷି ବିଜ୍ଞାନୀଙ୍କ ସହିତ, ସାମିଲ ଅଛନ୍ତି ଚାଷୀ ଓ ଛାତ୍ରଛା
‘ମମିତାଙ୍କ ପରିବାରକୁ ମୁଁ ଦୁଇ ଦୁଇ ଥର ଭେଟିବାକୁ ଯାଇଛି । ତାଙ୍କ ପରିବାରର ଦୁଃଖ ଜାଣିଛି ଓ ମନ କଥା ବୁଝିଛି । ସେମାନଙ୍କ ବେଦନା କଣ ମୁଁ ଜାଣିଛି । ମୋ ସାମ୍ନାରେ ସେମାନେ କାନ୍ଦି କାନ୍ଦି ଦୋଷୀକୁ ଦଣ୍ଡ ଦିଆଯାଉ ବୋଲି ଦାବି କରିଥିଲେ ।’
ପ୍ରତିଦିନ ମମିତାଙ୍କୁ ନେଇ ସାମ୍ନାକୁ ଆସୁଛି ନୂଆ ନୂଆ ତଥ୍ୟ। ସେପଟେ ମନ୍ତ୍ରୀଙ୍କ ହୋମ ଗ୍ରାଉଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବାକୁ ସଜ ହେଲେଣି ବିଜେପି ଓ କଂଗ୍ରେସ
ମମିତା ମେହେର ମାମଲା, ବିଜେଡିର ପଶ୍ଚିମ ଓଡ଼ିଶା ଗଣିତକୁ ଓଲଟପାଲଟ କରିବ କି ? ୨୦୧୭ ପଂଚାୟତ ନିର୍ବାଚନ ହେଉ କି ୧୯ ସାଧାରଣ ନିର୍ବାଚନର ଲୋକସଭା ଭୋଟ୍, ସବୁଠି ବିଜେଡିକୁ ଝଟ୍କା ଲାଗିଥିଲା ।